ଭୁବନେଶ୍ୱର : ପୂର୍ବତନ ସାଂସଦ ବୈଷ୍ଣବ ପରିଡାଙ୍କ ବିୟୋଗରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଗଭୀର ଶୋକପ୍ରକାଶ କରିଛନ୍ତି । ଜଣେ ରାଜନେତା, ସାମାଜିକ କର୍ମୀ ଓ ଓଡିଆ ଭାଷା ଆନ୍ଦୋଳନର ଲଢୁଆ ନେତା ଭାବରେ ସେ ନିଜ ପାଇଁ ଏକ ସ୍ୱତନ୍ତ୍ର ପରିଚୟ ଛାଡି ଯାଇଛନ୍ତି ବୋଲି ଶ୍ରୀ ପ୍ରଧାନ ତାଙ୍କ ଶୋକବାର୍ତାରେ କହିଛନ୍ତି ।

Loading...

LEAVE A REPLY

Please enter your comment!
Please enter your name here