ଭୁବନେଶ୍ୱର : ଆଜି ସଚିବାଳୟରୁ ଭିଡ଼ିଓ କନଫରେନସିଂ ଜରିଆରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ବରିଷ୍ଠ ନାଗରିକ ତୀର୍ଥଯାତ୍ରା କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି । ଆଜି ସମ୍ବଲପୁରରୁ ବରିଷ୍ଠ ନାଗରିକ ମାନେ ତୀର୍ଥଯାତ୍ରାରେ ମଦୁରାଇ ଓ ରାମେଶ୍ୱର ଅଭିମୁଖେ ଯାତ୍ରା ଆରମ୍ଭ କରିଛନ୍ତି ।

Loading...

LEAVE A REPLY

Please enter your comment!
Please enter your name here