ଭୁବନେଶ୍ୱର : ମଙ୍ଗଳବାର ପୂର୍ବତନ ଆଇଏଏସ ଅଫିସର ଅପରାଜିତା ଷଡଙ୍ଗୀ ବିଜେପିରେ ଯୋଗଦେବେ । ଦିଲ୍ଲୀସ୍ଥିତ ବିଜେପି କାର୍ଯ୍ୟାଳୟରେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ୍ ଶାହା , କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ଓଡିଶା ପ୍ରଭାରୀ ଅରୁଣ ସିଂହଙ୍କ ଉପସ୍ଥିତିରେ ଶ୍ରୀମତୀ ଷଡଙ୍ଗୀ ବିଧିବଦ୍ଧ ଭାବେ ବିଜେପିରେ ଯୋଗ ଦେବେ ବୋଲି ଜଣାପଡିଛି ।

Loading...

LEAVE A REPLY

Please enter your comment!
Please enter your name here