ଭୁବନେଶ୍ୱର : ଅଭିଜିତ ଅାୟର ମିତ୍ରଙ୍କୁ ହାଇକୋର୍ଟରୁ ମିଳିଲା ଜାମିନ। ଭୁବନେଶ୍ୱର ସହିଦ ନଗର ଓ କୋଣାର୍କ ଥାନାରେ ରୁଜୁ ହୋଇଥିବା ମାମଲାରେ ତାଙ୍କୁ ଜାମିନ ମିଳିଛି। ଜାମିନ ବେଳେ ନିମ୍ନ ଅଦାଲତ ସର୍ତ୍ତ ରଖିପାରିବେ ବୋଲି ହାଇକୋର୍ଟ କହିଛନ୍ତି।

ଜାମିନ ମିଳିବା ପରେ ଅଭିଜିତ ଜେଲରୁ ବାହାରିବାର ବାଟ ଫିଟିଛି। ଗତକାଲି ରାଜ୍ୟ ସରକାର ଅଭିଜିତଙ୍କ ବିରୋଧରେ ଥିବା ସବୁ ମାମଲା ପ୍ରତ୍ୟାହାର କରିବାକୁ ନିଷ୍ପତ୍ତି ନେଇଥିଲେ। ଏନେଇ ରାଜ୍ୟ ଗୃହ ବିଭାଗ ପକ୍ଷରୁ ପ୍ରେସ୍‌ ରିଲିଜ୍ ମାଧ୍ୟମରେ ସୂଚନା ଦିଅାଯାଇଥିଲା।

nalco

LEAVE A REPLY

Please enter your comment!
Please enter your name here