ଭୁବନେଶ୍ୱର,୧୨ ଏପ୍ରିଲ – ବିଜୁ ଜନତା ଦଳ ଉପସଭାପତି ସୂର୍ଯ୍ୟ ନାରାୟଣ ପାତ୍ରଙ୍କୁ କେନ୍ଦୁଝର ଜିଲ୍ଲା ପାଇଁ ବରିଷ୍ଠ ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତି ଦିଆଯାଇଛି । ସେହିପରି ବିଜେଡି ସାଧାରଣ ସମ୍ପାଦକ ପ୍ରିୟଦର୍ଶୀ ମିଶ୍ରଙ୍କୁ ଦଳର ମୁଖପାତ୍ର ଭାବେ ନିଯୁକ୍ତି ଦିଆଯାଇଛି । ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଉଭୟଙ୍କୁ ନିଯୁକ୍ତି ଦେଇଥିବା ରାଜ୍ୟ ସାଧାରଣ ସମ୍ପାଦକ ବିଜୟ ନାୟକ ଏକ ପ୍ରେସ୍ ଇସ୍ତାହାରରେ ସୂଚନା ଦେଇଛନ୍ତି ।

LEAVE A REPLY

Please enter your comment!
Please enter your name here