ଭୁବନେଶ୍ୱର: ଶଙ୍ଖ ଧରିଲେ ଚକ୍ରଧର। କଂଗ୍ରେସର ପୂର୍ବତନ ବିଧାୟକ ଚକ୍ରଧର ପାଇକ ଆଜି ବିଜେଡିରେ ସାମିଲ ହୋଇଛନ୍ତି ଆଜି ନବୀନ ନିବାସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ଶତାଧିକ ସମର୍ଥକଙ୍କ ସହ ସେ ବିଜେଡିରେ ଯୋଗ ଦେଇଛନ୍ତି। ଗଜପତି ଜିଲ୍ଲା ମୋହନାର ପୂର୍ବତନ ବିଧାୟକ ଚକ୍ରଧର ପାଇକ ୨୦୦୯ରୁ ୨୦୧୪ ପର୍ଯ୍ୟନ୍ତ କଂଗ୍ରେସ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ।

Loading...

LEAVE A REPLY

Please enter your comment!
Please enter your name here