ଭୁବନେଶ୍ୱର/କୋଣାର୍କ : ଓଡିଶାରେ ପର୍ଯ୍ୟଟନ ବଢାଇବା ସମସ୍ତଙ୍କ ଦାୟିତ୍ୱ । ପୁରୀ, କୋଣାର୍କ, ଚିଲିକା ସବୁ ଅଂଚଳକୁ ମିଶାଇ ପର୍ଯ୍ୟଟକମାନଙ୍କ ପାଇଁ ଏକ ଉଚ୍ଚସ୍ତରର ପର୍ଯ୍ୟଟନ ସ୍ଥଳ ବନାଇବା ପାଇଁ ସମସ୍ତଙ୍କର ଦାୟିତ୍ୱ ରହିଛି । ଏହି କ୍ଷେତ୍ରର ବିକାଶ ହିଁ ରାଜ୍ୟର ଦ୍ରୁତ ପ୍ରଗତି ଆଣିବ ବୋଲି ସୋମବାର କୋଣାର୍କ ସ୍ଥିତ ବାଖ୍ୟାନ କେନ୍ଦ୍ର (ଇଣ୍ଟରପ୍ରିଟେସନ ସେଣ୍ଟର) ବୁଲିଦେଖିବା ପରେ କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।

LEAVE A REPLY

Please enter your comment!
Please enter your name here