ଯାଜପୁର  :  ଯାଜପୁର ଜିଲ୍ଲାପାଳ ରଂଜନ କୁମାର ଦାସଙ୍କୁ ଉକ୍ରଳ ସାମ୍ବାଦିକ ସଂଘ ଯାଜପୁର ଜିଲ୍ଲା ଶାଖା ପକ୍ଷରୁ ଜିଲ୍ଲା ସଭାପତି ହରିହର ସ୍ୱାଇଁ ଓ ରାଜ୍ୟ କାର୍ଯ୍ୟକାରୀ ସଭାପତି ସଭାପତି ହାରଧାନ ବାନାର୍ଜୀ ପ୍ରମୁଖ ଜିଲ୍ଲାପାଳ ଆବାସିକ କାର୍ଯ୍ୟାଳୟ ପରିସରରେ ବିଦାୟକାଳୀନ ସମ୍ବର୍ଦ୍ଧନା ଦେଇଛନ୍ତି । ସେହିପରି ଯାଜପୁର ଜିଲ୍ଲାପାଳ ଜିଲ୍ଲାବାସୀଙ୍କୁ କୃତଜ୍ଞାନ ଜଣାଇଛନ୍ତି

LEAVE A REPLY

Please enter your comment!
Please enter your name here