nalco

ଭୁବନେଶ୍ୱର, ୨୬ ଡିସେମ୍ବର – ବିଧାନସଭା ଓ ସଂସଦରେ ମହିଳାଙ୍କୁ ୩୩ପ୍ରତିଶତ ସଂରକ୍ଷଣ ପ୍ରସଙ୍ଗରେ ସମର୍ଥନ ଦେବା ଲାଗି ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଚନ୍ଦ୍ରବାବୁ ନାଇଡୁଙ୍କୁ ଭେଟିଛନ୍ତି ବିଜେଡି ସାଂସଦ ସୌମ୍ୟରଂଜନ ପଟ୍ଟନାୟକ । ଶ୍ରୀ ପଟ୍ଟନାୟକ ଚନ୍ଦ୍ରବାବୁଙ୍କୁ ମୁଖ୍ୟମନ୍ତ୍ରୀଙ୍କ ବାର୍ତା ପହଂଚାଇବା ସହ ମହିଳାଙ୍କୁ ୩୩ପ୍ରତିଶତ ସଂରକ୍ଷଣ ପ୍ରସଙ୍ଗରେ ସମର୍ଥନ ମାଗିଛନ୍ତି ।
ଏହାଛଡା ନିର୍ବାଚନକୁ ସ୍ୱଚ୍ଛ କରିବା, ପୋଲାଭରମ ଭଳି ଓଡିଶା-ଅ ।ନ୍ଧ୍ର ମଧ୍ୟରେ ଥିବା ବିବାଦର ସମାଧାନ ଉପରେ ଉଭୟଙ୍କ ମଧ୍ୟରେ ଆଲୋଚନା ହୋଇଥିଲା ।

LEAVE A REPLY

Please enter your comment!
Please enter your name here