ଭୁବନେଶ୍ୱର : ୨୨/ କଟକରେ ଗତ ୨୪ ଘଂଟା ମଧ୍ୟରେ ୧୫୧ ଜଣଙ୍କ ଠାରୁ ମାସ୍କ ପିନ୍ଧି ନ ଥିବା ଅଭିଯୋଗରେ ଜୋରିମାନା ଆଦାୟ କରା ଯାଇଛି । କଟକ ଡିସିପିଙ୍କ ଦ୍ୱାରା ଟ୍ୱିଟ କରି ଏହି ସୂଚନା ଦିଆ ଯାଇଛି ।

LEAVE A REPLY

Please enter your comment!
Please enter your name here