ଭୁବନେଶ୍ୱର : ଆସନ୍ତା ୪୮ ଘଂଟା ମଧ୍ୟମରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି । ଓଡ଼ିଶା ଉପରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଟ୍ରପ୍ ଲାଇନ୍ ପ୍ରଭାବରେ ବର୍ଷା ହୋଇପାରେ ବୋଲି ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି ।
ଆସନ୍ତା ୨୪ ଘଂଟା ଅର୍ଥାତ୍ ମଙ୍ଗଳବାର ଅପରାହ୍ନ ସୁଦ୍ଧା ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ,ବୌଦ୍ଧ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ, ଓ ଢେÿଙ୍କାନାଳ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ।
Prev Post
ପି.ଏମ. କେୟାର ପାଣ୍ଠି ସମୀକ୍ଷା ପ୍ରସଙ୍ଗ : ବିଜେପି, ବିଜେଡ଼ି ସ୍ୱଚ୍ଛତାର ପରୀକ୍ଷା ଦିଅନ୍ତୁ – ନିରଞ୍ଜନ ପଟ୍ଟନାୟକ
Next Post