Odisha news

ଓଡ଼ିଆରେ ଉପଲବ୍ଧ ହେବ ଜେଇଇ ପରୀକ୍ଷା ପ୍ରଶ୍ନପତ୍ର:ମୁଖ୍ୟମନ୍ତ୍ରୀ

0

ଭୁବନେଶ୍ୱର :ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ଛାତ୍ରଛାତ୍ରୀଙ୍କ ହିତକୁ ଅଗ୍ରାଧିକାର ଦେଇ ଜେଇଇ ପରୀକ୍ଷା ଓଡ଼ିଆ ଭାଷାରେ କରାଇବାକୁ ରାଜ୍ୟ ସରକାର କରିଥିବା ଅନୁରୋଧରେ ଜାତୀୟ ପରୀକ୍ଷା ସଂସ୍ଥାର ମହାନିର୍ଦ୍ଦେଶକ ସହମତି ପ୍ରକାଶ କରିଥିବାରୁ ଖୁସି ବ୍ୟକ୍ତ କରିଛନ୍ତି। ସେ କହିଛନ୍ତି ଯେ ଚଳିତ ବର୍ଷଠାରୁ ଜେଇଇ ପରୀକ୍ଷା ପ୍ରଶ୍ନପତ୍ର ବିଭିନ୍ନ ଭାରତୀୟ ଭାଷା ସମତେ ଓଡ଼ିଆ ଭାଷାରେ ମଧ୍ୟ ଉପଲବ୍ଧ ହେବ।

Ad2
Leave A Reply