Odisha news

ରାଜ୍ୟ ପାଇଁ ଖୁସିର ଖବର ; ସୁସ୍ଥ ହେଲେ ୧୪ କରୋନା ଆକ୍ରାନ୍ତ

0

ଭୁବନେଶ୍ୱର , ଓଡ଼ିଶାବାସୀଙ୍କ ପାଇଁ ଖୁସିର ଖବର, ଦିନ କୁ ଦିନ କରୋନା ଆକ୍ରାନ୍ତଙ୍କ ସୁସ୍ଥ ହେବାର ସଂଖ୍ୟା ବଢିବାର ଲାଗିଛି l ଆଜି ରାଜ୍ୟରେ ୧୪ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।ଭଦ୍ରକ ଜିଲ୍ଲାରେ ୭ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ସେହିପରି ଭୁବନେଶ୍ୱର ୩ ଓ ବାଲେଶ୍ୱରରୁ ୩ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।

ଏଥି ସହିତ କେନ୍ଦ୍ରାପଡ଼ା ଜିଲ୍ଲା କରୋନା ମୁକ୍ତ ହୋଇଛି । ପୂର୍ବରୁ ଏହି ଜିଲ୍ଲାରେ ଜଣେ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ଆଜି ଜଣେ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଏହି ସୂଚନା ଦେଇଛି। ଏ ପର୍ଯ୍ୟନ୍ତ ୫୫ ଜଣ ଭଲ ହୋଇଛନ୍ତି ,ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୪୮

Leave A Reply