Odisha news

ବାବାସାଗର ଦାସ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ

0
ତା – ୧୫/୮/୨୦୨୦ : ବାବାସାଗର ଦାସ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ୭୪ତମ ସ୍ୱାଧୀନତା ଦିବସ ପାଳିତ ହୋଇ ଯାଇଛି। ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ଅଞ୍ଜନା ମହାପାତ୍ର ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଜାରି ନିୟମାବଳୀ କୋଭିଡ ନିୟମକୁ ମାନି ଜାତୀୟ ପତାକା ଉତ୍ତୋଳନ କରିଥିଲେ। ଅନ୍ୟ ମାନଙ୍କ ମଧ୍ୟରେ ଗ୍ରାମ ପୂଜା କମିଟି ସମ୍ପାଦକ ଲିଙ୍ଗରାଜ ହାତୀ,(ଏସଏମସି) ର ସଦସ୍ୟ ,ବିଦ୍ୟାଳୟର ଶିକ୍ଷକ ଓ  ଶିକ୍ଷୟିତ୍ରୀ ଉପସ୍ଥିତ ଥିଲେ।
Nalco
Leave A Reply