Odisha news
Monthly Archives

November 2025

ହୃଦୟରୁ ଦେଖିଲେ ବିଜୟର ପଥ : ଦୃଷ୍ଟିହୀନ ମହିଳା କ୍ରିକେଟ୍ ଦଳକୁ ଅଭିନନ୍ଦନ ଜଣାଇଲେ ନୀତା ଅମ୍ବାନୀ

ଭାରତୀୟ କ୍ରୀଡା ଇତିହାସରେ ସ୍ୱର୍ଣ୍ଣ ଅକ୍ଷରରେ ଲିପିବଦ୍ଧ କରି ଭାରତୀୟ ଦୃଷ୍ଟିହୀନ ମହିଳା କ୍ରିକେଟ୍ ଦଳ ପ୍ରଥମ ଦୃଷ୍ଟିହୀନ ମହିଳା ଟି୨୦ ବିଶ୍ୱକପ୍ ଜିତି ସମଗ୍ର ଦେଶକୁ ଗର୍ବିତ କରିଛି। ପଡ଼ିଆରେ ସେମାନଙ୍କର ସଂଘର୍ଷ,…
Read More...

ଓଡ଼ିଶାର ଗଣତାନ୍ତ୍ରିକ ବ୍ୟବସ୍ଥାରେ ଆଜିର ଦିନଟି ସ୍ବର୍ଣ୍ଣିମ ଅକ୍ଷରରେ ଲିପିବଦ୍ଧ ହୋଇ ରହିବ : ମୁଖ୍ୟମନ୍ତ୍ରୀ ମୋନହ…

ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋନହ ଚରଣ ମାଝୀ କହିଛନ୍ତି, ଓଡ଼ିଶାର ଗଣତାନ୍ତ୍ରିକ ବ୍ୟବସ୍ଥାରେ ଆଜିର ଦିନଟି ସ୍ବର୍ଣ୍ଣିମ ଅକ୍ଷରରେ ଲିପିବଦ୍ଧ ହୋଇ ରହିବ। ଦେଶର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆମ ସମସ୍ତଙ୍କୁ ବିଧାନସଭାରେ…
Read More...

ଓଡିଶା ବିଧାନ ସଭାରେ ଉଦ୍‌ବୋଧନ ଦେଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ , ଓଡ଼ିଶା ଏକ  ସାଂସ୍କୃତିକ ରାଜ୍ୟ :…

ଭୁବନେଶ୍ବର: ସପ୍ତଦଶ ବିଧାନସଭାର ୫ମ ଅଧିବେଶନକୁ ସମ୍ବୋଧିତ କରି ରାଷ୍ଟ୍ରପତି କହିଛନ୍ତି ବିଶ୍ବର ଅନେକ ଗୃହରେ ସମ୍ବୋଧନ କରିବାର ସୁଯୋଗ ପାଇଛି। କିନ୍ତୁ ଓଡ଼ିଶା ବିଧାନସଭାକୁ ସମ୍ବୋଧନ କରିବାର ସ୍ମୁତି ଟିକିଏ ନିଆରା।…
Read More...

ସମ୍ବଲପୁରରେ ‘ଏକତା ପଦଯାତ୍ରା’ରେ ସାମିଲ ହେଲେ କେନ୍ଦ୍ରମନ୍ତ୍ରୀ , ପୋଷଣକୁ ପ୍ରାଧାନ୍ୟ ଦେଇ ଛୋଟ ପିଲାଙ୍କର ଯତ୍ନ ନେବା…

• ଓଡ଼ିଶାର ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାୟକ, ଉଚ୍ଚ ଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, ସମ୍ବଲପୁର ବିଧାୟକ ଜୟ ନାରାୟଣ ମିଶ୍ର ପ୍ରମୁଖ ଉପସ୍ଥିତ • ଆମେ ଯେତେବେଳେ ସର୍ଦ୍ଦାର ପଟେଲଙ୍କ ଏକତାକୁ ସମ୍ମାନ…
Read More...

ଶୂନ୍ଯ ସଡକ ଦୁର୍ଘଟଣା ମୃତାହତ ସପ୍ତାହ ପାଳିତ

ବାଲିଗୁଡା, ତା, ତା, ୨୫/୧୧:(ସଞ୍ଜୟ କୁମାର ପାଣିଗ୍ରାହୀ): ବାଲିଗୁଡା ସ୍ଥିତ ଆଦିବାସୀ ମହାବିଦ୍ଯାଳୟ ପରିସରରେ କନ୍ଧମାଳ ଜିଲ୍ଲା ପରିବହନ ପ୍ରାଧିକରଣ ଆନୁକୂଲ୍ଯରେ ଯୁବ ରେଡକ୍ରସ୍ ଓ ଜାତୀୟ ସେବା ଯୋଜନାର ସ୍ୱେଚ୍ଛାସେବୀ…
Read More...

ମାନ୍ୟବର ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହ ଦେଓଙ୍କ ଦ୍ୱାରା ଓଡ଼ିଶା କୃଷି ଶିଳ୍ପ ନିଗମର ନୂତନ ମୁଖ୍ୟ…

ଭୁବନେଶ୍ୱର(Suvendra Pattanaik) : ଆଜି ମାନ୍ୟବର ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ଦ୍ୱାରା ଓଡ଼ିଶା କୃଷି ଶିଳ୍ପ ନିଗମର ନୂତନ ମୁଖ୍ୟ କାର୍ଯ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ ହୋଇଛି। ଭୁବନେଶ୍ୱର…
Read More...

୨୦୨୫-୨୬ ଖରିଫ ଫସଲ ପାଇଁ ଧାନ ସଂଗ୍ରହ ଉପରେ ଆନ୍ତଃମନ୍ତ୍ରୀସ୍ତରୀୟ କମିଟି ବୈଠକ ଅନୁଷ୍ଠିତ

ଭୁବନେଶ୍ୱର- ୨୫/୧୧/୨୦୨୫ : ୨୦୨୫-୨୬ ଖରିଫ ଫସଲ ପାଇଁ ଧାନ ସଂଗ୍ରହ ଉପରେ ଆନ୍ତଃମନ୍ତ୍ରୀସ୍ତରୀୟ କମିଟି ବୈଠକ ଆଜି ମାନ୍ୟବର ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା। ମାନ୍ୟବର…
Read More...

୨୦୨୫-୨୬ ଆର୍ଥିକ ବର୍ଷର ପ୍ରଥମ ଅତିରିକ୍ତ ବଜେଟ୍ ଉପସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ : ଅତିରିକ୍ତ…

ଭୁବନେଶ୍ବର : ଅନ୍ୟପକ୍ଷରେ ଚିଠା ଅତିରିକ୍ତ ବଜେଟ୍‌ ତର୍ଜମା କରିବା ସମୟରେ ଆଜି ମୁଖ୍ୟମନ୍ତ୍ରୀ ବିଭିନ୍ନ ବିଭାଗ ମୂଳ ବଜେଟ୍‌ର କେତେ ଅର୍ଥ ଖର୍ଚ୍ଚ କରିଛନ୍ତି, ତାହା ଜାଣିବାକୁ ଚାହିଁଥିଲେ। ବହୁ ବିଭାଗ ବଜେଟ୍‌ରେ ମିଳିଥିବା…
Read More...

ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ : ୧୨ହଜାର ୯୫୦ଟି ଅଭିଯୋଗ ମଧ୍ୟରୁ ୧୨ହଜାର ୩୭୧ଟି ଅଭିଯୋଗର ସମାଧାନ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମର ଆଜି ୧୫ତମ ପାଳି ଥିଲା। କେନ୍ଦୁଝରରୁ ସିଧାସଳଖ ଆସି ଭୁବନେଶ୍ୱର ୟୁନିଟ୍‌-୨ ସ୍ଥିତ ଅଭିଯୋଗ ଶୁଣାଣି ପ୍ରକୋଷ୍ଠରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକଙ୍କ…
Read More...

‘ନିଯୁକ୍ତି ମେଳା ଓ ପ୍ରଶିକ୍ଷଣ’ କାର୍ଯ୍ୟକ୍ରମ : ଯୁବଗୋଷ୍ଠୀଙ୍କ ଆଶା ଓ ଆକାଂକ୍ଷା ପୂରା କରିବା ଆମ ସରକାରର ଲକ୍ଷ୍ୟ

ଭୁବନେଶ୍ବର:କଳିଙ୍ଗ ଷ୍ଟାଡିଅମ ରେ  ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ୧୨ଟି ବିଭାଗର ନୂତନ ଭାବେ ଚୟନୀତ ୭,୨୯୩ ଜଣ ପ୍ରାର୍ଥୀଙ୍କୁ ନିଯୁକ୍ତିପତ୍ର ପ୍ରଦାନ କରିବା ଅବସରରେ କହିଛନ୍ତି,  ଆମ ସରକାର ଖାଲି ପଡ଼ିଥିବା ପଦ ଏବଂ ଖାଲି…
Read More...