Odisha news
Monthly Archives

February 2026

ବହୁ ଚର୍ଚ୍ଚିତ ବେଲଘର ହାତୀ ମୃତ୍ୟୁ ଘଟଣାରେ ଆଉ ୪ ଗିରଫ : ଦୁଇଟି ୪୦୭ ଗାଡ଼ି ସହ ବିଭିନ୍ନ ମରଣାସ୍ତ୍ର ଜବତ

ବାଲିଗୁଡ଼ା, ତା, ୦୩/୦୨:(ସଞ୍ଜୟ କୁମାର ପାଣିଗ୍ରାହୀ): ବହୁ ଚର୍ଚ୍ଚିତ କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ବନଖଣ୍ଡ ଅଧିନସ୍ଥ ବେଲଘର ବନାଞ୍ଚଳର ମୁଣ୍ଡୁଟି ଜଙ୍ଗଲ ରେ ହାତୀ ମୃତ୍ୟୁ ଘଟଣା ସାମ୍ନାକୁ ଆସିବା ପରେ ପ୍ରଥମେ ବେଲଘର…
Read More...

ନାବାଳିକାକୁ ଅପହରଣ କରି ଜଙ୍ଗଲରେ ବାନ୍ଧି ଫିଙ୍ଗି ଦିଆଯିବା ଘଟଣାରେ ଜଣେ ଅଟକ : ଜଣେ ଫେରାର

ବାଲିଗୁଡା, ତା, ୦୩/୦୨:(ସଞ୍ଜୟ କୁମାର ପାଣିଗ୍ରାହୀ): ନାବାଳିକାଙ୍କୁ ଅପହରଣ କରି ହାତ ଗୋଡ ବାନ୍ଧି ଜଙ୍ଗଲରେ ଛାଡି ପଳାଇଲେ। ରାତି ଅନ୍ଧାର ଭିତରେ ଘଞ୍ଚ ଜଙ୍ଗଲରେ ଭୟରେ ଜୀବନ ବଞ୍ଚାଇ କୌଣସି ପ୍ରକାରେ ଉଦ୍ଧାର ହୋଇ ସକାଳେ…
Read More...

ମୁଖ୍ୟଙ୍କ ଦ୍ୱାରା ସୁଭଦ୍ରା ଶକ୍ତିମେଳାର ଉଦ୍‌ଘାଟନ , ୬୦୦ କୋଟିରୁ ଊର୍ଦ୍ଧ୍ବ ଟଙ୍କାର ୧୦୯ଟି ଉନ୍ନୟନମୂଳକ ପ୍ରକଳ୍ପର…

ରାୟଗଡ଼ା: ଜିଲ୍ଲାରେ ଏକ ଲକ୍ଷ କୋଟିରୁ ଅଧିକ ଟଙ୍କାର ପ୍ରକଳ୍ପ କାର୍ଯ୍ୟକାରୀ ହେବ। ପ୍ରକଳ୍ପ ଦ୍ବାରା ୩୦ ହଜାରରୁ ଊର୍ଦ୍ଧ୍ବ ସ୍ଥାନୀୟ ଯୁବକ ଯୁବତୀ ନିଯୁକ୍ତି ପାଇବେ। ୮୦ ପ୍ରତିଶତ ସ୍ଥାନୀୟ ଯୁବକ ଯୁବତୀଙ୍କୁ ଅଗ୍ରାଧିକାର…
Read More...

ବିରଜା ମନ୍ଦିରରେ ପିଣ୍ଡଦାନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ନାଭିଗୟାରେ ପିଣ୍ଡଦାନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ସକାଳ ୯ଟା ୫୦ ମିନିଟ୍‌ରେ ମହାମହିମ ବିରଜା ମନ୍ଦିରରେ ପହଞ୍ଚିବା ପରେ ପ୍ରଥମେ ପିଣ୍ଡଦାନ କାର୍ଯ୍ୟ ଆରମ୍ଭ ହୋଇଥିଲା ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ…
Read More...

ବିଜେଡି ଓଡ଼ିଶା ରାଜନୀତିର ଅସ୍ତଗାମୀ ରାଜନୈତିକ ଦଳ: ବିରଂଚି ନାରାୟଣ ତ୍ରିପାଠୀ

ଭୁବନେଶ୍ୱର : ବିଜୁ ଜନତା ଦଳ ୨୦୨୪ ସାଧାରଣ ନିର୍ବାଚନରେ ଓଡ଼ିଶାବାସୀଙ୍କ ଦ୍ୱାରା ପ୍ରତ୍ୟାଖ୍ୟାନ ହେବା ପରେ ଉକ୍ତ ଦଳର ନେତାମାନେ ମାନସିକ ଅବସାଦରେ ଅଛନ୍ତି । ସେ ଦୃଷ୍ଟିରୁ ସେମାନେ କ’ଣ ବୟାନବାଜି କରୁଛନ୍ତି ଜାଣି…
Read More...

‘ପୂର୍ବୋଦୟ ମିଶନ’ରେ ଓଡ଼ିଶାର ପ୍ରଗତି ପଥକୁ ପ୍ରଶସ୍ତ କରିବ – ଧର୍ମେନ୍ଦ୍ର ପ୍ରଧାନ

• ପ୍ରଧାନମନ୍ତ୍ରୀ, କେନ୍ଦ୍ର ଅର୍ଥମନ୍ତ୍ରୀ ଏବଂ ରେଳ ମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଲେ • ‘ଡେଡିକେଟେଡ୍ ଇଷ୍ଟ-ୱେଷ୍ଟ ଫ୍ରେଟ୍ କରିଡର’ ଓଡ଼ିଶାର ଅର୍ଥନୀତି ପାଇଁ ସୁବର୍ଣ୍ଣ ସୁଯୋଗ ସୃଷ୍ଟି କରିବ • ରାଜ୍ୟରେ ପ୍ରାୟ…
Read More...

ବାଲିଗୁଡାରୁ ପଶ୍ଚିମବଙ୍ଗ ପଇଡ଼ ବୋଝେଇ ଟ୍ରକ ଭିତରେ ଗଞ୍ଜେଇ ଚାଲାଣ : ଡ୍ରାଇଭର ଓ ଚାଲାଣକାରୀ ଚମ୍ପଟ

ବାଲିଗୁଡା: (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ବାରଖମା ପୋଲିସ ଆଉଟ ପୋଷ୍ଟ ରେ ରାତ୍ରୀ କାଳୀନ ପେଟ୍ରୋଲିଂ କରୁଥିବା ସମୟରେ ଏକ ପଇଡ଼ ବୋଝେଇ ଟ୍ରକ ସହ ଗଞ୍ଜେଇ ଜବତ କରିଥିବା ବେଳେ…
Read More...

ମାରଣାସ୍ତ୍ର ଦେଖାଇ ଭୟଭୀତ କରି ଘର ଭାଙ୍ଗିଲେ : ପରିବାରକୁ ଗାଁ ରୁ ବାଛନ୍ଦ ସହ ମାରିବାକୁ ଧମକ

ବାଲିଗୁଡ଼ା :(ସଞ୍ଜୟ କୁମାର ପାଣିଗ୍ରାହୀ):  ସଂଘବଦ୍ଧ ଭାବେ ଘରେ ପଶି ମାରଣାସ୍ତ୍ର ଦେଖାଇ ଭୟଭୀତ କରି ରାତି ଅଧରେ ଗୋଟିଏ ପରିବାରକୁ ଘରୁ ତଢ଼ିବା ସହ ନିର୍ମାଣାଧିନ ଗୋଟିଏ ଘରକୁ ଭାଙ୍ଗିଲେ ଦୁର୍ବୃତ୍ତ । ବେସାହାରା ପରିବାର…
Read More...

ଖୋର୍ଦ୍ଧା ରୋଡ୍ ରେଳମଣ୍ଡଳ : ୨୮ ଜଣ ରେଳ କର୍ମଚାରୀଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା

ପୂର୍ବତଟ ରେଳବାଇର ଖୋର୍ଦ୍ଧା ରୋଡ୍ ରେଳମଣ୍ଡଳ ଜାନୁଆରୀ ୨୦୨୬ ମାସରେ ଅବସର ଗ୍ରହଣ କରିଥିବା ୨୮ ଜଣ ରେଳ କର୍ମଚାରୀଙ୍କୁ ସମ୍ମାନଜନକ ଭାବେ ବିଦାୟ ଜଣାଇଛି। ଏହା ସହିତ ଭାରତୀୟ ରେଳବାଇରେ ସେମାନଙ୍କର ଦୀର୍ଘ ଓ ଉତ୍ସର୍ଗୀକୃତ…
Read More...

୪ରୁ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ଫୁଟବଲ ଚମ୍ପିୟାନସିପ 

ବାଲିଗୁଡା  :(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଉପଖଣ୍ଡ କ୍ରୀଡା ସଂଘ ଆନୁକୂଲ୍ୟରେ ରାଜ୍ୟ ସ୍ତରୀୟ ଫୁଟବଲ ଚମ୍ପିୟାନସିପ -୨୦୨୬ ଆୟୋଜନ ହେବ, ଏ ନେଇ ସମସ୍ତ ପ୍ରସ୍ତୁତି କାର୍ଯ୍ୟ ଶେଷ…
Read More...