Odisha news
Monthly Archives

February 2026

ଆଜିଠୁ ରାଷ୍ଟ୍ରପତି ଦ୍ରୌପଦୀଙ ମୁର୍ମୁଙ୍କ ୬ଦିନିଆ ଓଡ଼ିଶା ଗସ୍ତ

ଭୁବନେଶ୍ବର: ଆଜି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୬ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ସନ୍ଧ୍ୟା ୬ଟା ୩୦ରେ ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିବେ। ସେଠାରୁ ଲୋକଭବନ ଯାଇ ରାତ୍ରିଯାପନ କରିବେ। ରାଷ୍ଟ୍ରପତିଙ୍କ କାର୍ଯ୍ୟାଳୟରୁ…
Read More...

ମା’ ପାଟଖଣ୍ଡା ମନ୍ଦିରର ଦାନ ହୁଣ୍ଡି ର ୫୪, ୩୦୦ ବାହାରିଲା

ବାଲିଗୁଡା, ତା, ୦୧/୦୨:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ଅଞ୍ଚଳ ର ଅଧିଷ୍ଠାତ୍ରୀ ଦେବୀ ଶ୍ରୀଶ୍ରୀଶ୍ରୀ ମା' ପାଟଖଣ୍ଡା ଙ୍କ ମନ୍ଦିର ର ଭିତରେ ଓ ବାହାରେ ଥିବା ହୁଣ୍ଡି କୁ ରବିବାର ସନ୍ଧ୍ୟା ରେ…
Read More...

ବଜେଟ୍ ୨୦୨୬-୨୭ କୁ ନେଇ କଣ କହିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ଭୁବନେଶ୍ବର: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଦ୍ୱାରା ଆଜି ଉପସ୍ଥାପିତ 'କେନ୍ଦ୍ରୀୟ ବଜେଟ୍ ୨୦୨୬-୨୭' କୁ ମୁଁ ସ୍ୱାଗତ ଜଣାଉଛି ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି। ସାମାଜିକ ଗଣମାଧ୍ୟମ…
Read More...

ଅର୍ଥମନ୍ତ୍ରୀଙ୍କ ନବମ ବଜେଟ୍ ଉପସ୍ଥାପନ : ଚାଳିତଥର କଣ ସବୁ ବଜେଟ ଅଭିଭାଷଣ ଅଛି

ନୂଆଦିଲ୍ଲୀ: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଆଜି ତାଙ୍କର ଲଗାତାର ନବମ ପୂର୍ଣ୍ଣକାଳୀନ ବଜେଟ୍ ଉପସ୍ଥାପନ କରୁଛନ୍ତି। ଏହା ଇତିହାସରେ ଦ୍ୱିତୀୟ ଥର ପାଇଁ ଯେବେ ବଜେଟ ରବିବାର ଉପସ୍ଥାପିତ ହୋଇଛି। ଏହି ବଜେଟ୍…
Read More...

କେନ୍ଦ୍ର ବଜେଟ – ୨୦୨୬ , ଚଳିତ ବଜେଟ ହେଉଛି ବିକଶିତ ଭାରତର ରୋଡମ୍ୟାପ : ମନମୋହନ ସାମଲ

 ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦି ଏବଂ ଅର୍ଥମନ୍ତ୍ରୀ ଶ୍ରୀମତୀ ନିର୍ମଳା ସୀଥାରମଣଙ୍କୁ ଅଭିନନ୍ଦନ ଜଣାଇବା ସହିତ ରାଜ୍ୟବାସୀଙ୍କ ତରଫରୁ ଧନ୍ୟବାଦ ଜ୍ଞାପନ କରିଛନ୍ତି ରାଜ୍ୟ ସଭାପତି  ଆତ୍ମନିର୍ଭର ଭାରତ…
Read More...

ପୂର୍ବ ଭାରତ ସମେତ ଓଡ଼ିଶାର ଆର୍ଥିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରିବ – ଧର୍ମେନ୍ଦ୍ର ପ୍ରଧାନ

• ଚଳିତ ବଜେଟରେ ଶିକ୍ଷା କ୍ଷେତ୍ରରେ ୮ ପ୍ରତିଶତ ବୃଦ୍ଧି, ୧ ଲକ୍ଷ ୩୯ ହଜାର ୨୮୦ କୋଟି ଟଙ୍କା ବ୍ୟୟବରାଦ • ଲୋକଭିମୁଖୀ ବଜେଟ୍ ପାଇଁ ପ୍ରଧାନମନ୍ତ୍ରୀ ଏବଂ ଅର୍ଥମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଲେ କେନ୍ଦ୍ରମନ୍ତ୍ରୀ • ୧୦,୦୦୦…
Read More...

ପାଟ୍ଟଖଣ୍ଡା ପବ୍ଲିକ ସ୍କୁଲର ୨୮ ତମ ବାର୍ଷିକ ଉତ୍ସବ 

ବାଲିଗୁଡା, ତା, ୩୧/୦୧:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ପାଟ୍ଟଖଣ୍ଡା ପବ୍ଲିକ ସ୍କୁଲର ୨୮ ତମ ବାର୍ଷିକ ଉତ୍ସବ ବିଦ୍ୟାଳୟ ପରିସରରେ ମହାସମାରୋହରେ ପାଳିତ ହୋଇଯାଇଛି l ଉକ୍ତ ଉତ୍ସବରେ…
Read More...

ଶ୍ରୀଶ୍ରୀଠାକୁର ଅନୁକୂଳ ଚନ୍ଦ୍ର ଙ୍କର ୧୩୮ ତମ ଜନ୍ମ ମହା ମହୋତ୍ସବ ପାଳିତ

ବାଲିଗୁଡ଼ା, ତା, ୦୧/୦୨:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ସତସଙ୍ଗ କେନ୍ଦ୍ର ପରିସରରେ ପରମ ପ୍ରେମମୟ ଶ୍ରୀଶ୍ରୀଠାକୁର ଅନୁକୂଳଚଦ୍ର ଙ୍କର ୧୩୮ତମ ଜନ୍ମ ମହା ମହୋତ୍ସବ ରବିବାର ସାରା ଦିବସ…
Read More...