ଦୁର୍ଘଟଣା ପରେ ଗାର୍ଡୱାଲ ରେ ଝୁଲିଲା ହାଇୱା
ବାଲିଗୁଡା : (ସଞ୍ଜୟ କୁମାର ପାଣିଗ୍ରାହୀ) : ଭାରସାମ୍ୟ ହରାଇ ଗାର୍ଡୱାଲ ରେ ଝୁଲିଲା ଚିପ୍ସ ବୋଝେଇ ହାଇୱା l ଗୁରୁବାର ଅପରାହ୍ନ ରେ ବାଲିଗୁଡା ଥାନା ୪୧ ନଂ. ରାଜ୍ୟ ରାଜପଥ ର ମୁଖ୍ୟ ରାସ୍ତା ର ଗଟାଙ୍ଗୀ ନିକଟରେ ଘଟିଛି…
Read More...
Read More...