କଟକ-ଭଦ୍ରକ-କଟକ ମେମୁ ଟ୍ରେନ୍ ସେବା
68424 କଟକ-ଭଦ୍ରକ MEMU 13 ଏପ୍ରିଲ, 2021 ଠାରୁ କଟକରୁ ପୂର୍ବାହ୍ନ ୮ଘ.୪୫ମି.ରେ ଛାଡି ଭଦ୍ରକ ଠାରେ ଅପରାହ୍ନ ୧୨ଘ.୧୦ମି.ରେ ପହଞ୍ଚିବାକୁ ଥିବାବେଳେ 68423 ଭଦ୍ରକ-କଟକ MEMU 13 ଏପ୍ରିଲ, 2021 ଠାରୁ ଅପରାହ୍ନ ୧୨ଘ.୫୦ମି.ରେ ଛାଡି କଟକ ଠାରେ ଅପରାହ୍ନ ୪ଘ.୧୫ମି.ରେ ପହଞ୍ଚିବ |
ସେହିପରି ଅନ୍ୟ ଏକ ମେମୁ ଟ୍ରେନ 68438 କଟକ-ଭଦ୍ରକ MEMU କଟକରୁ ୧୨ ଏପ୍ରିଲ ୨୦୨୧ ଠାରୁ ପୂର୍ବାହ୍ନ ୧୧ଘ.୫୫ମି.ରେ ଛାଡି ଭଦ୍ରକ ଠାରେ ଅପରାହ୍ନ ୨ଘ.୦୫ମି.ରେ ପହଞ୍ଚିବାକୁ ଥିବାବେଳେ 68437 ଭଦ୍ରକ-କଟକ MEMU ଭଦ୍ରକରୁ ୧୨ ଏପ୍ରିଲ ୨୦୨୧ ଠାରୁ ଅପରାହ୍ନ ୩ଘ.୩୦ମି.ରେ ଛାଡି କଟକ ଠାରେ ସନ୍ଧ୍ୟା ୬ଘ.୩୫ମି.ରେ ପହଞ୍ଚିବ
କଟକ-ପାରାଦୀପ-କଟକ ମେମୁ ଟ୍ରେନ୍ ସେବା
68401 କଟକ-ପାରାଦୀପ MEMU କଟକରୁ 12 ଏପ୍ରିଲ, 2021 ଠାରୁ ସନ୍ଧ୍ୟା ୭ ଘଟିକାରେ ଛାଡି ପାରାଦୀପ ଠାରେ ରାତ୍ର ୮ଘ.୫୦ମି.ରେ ପହଞ୍ଚିବାକୁ ଥିବାବେଳେ 68402 ପାରାଦୀପ-କଟକ MEMU ପାରାଦୀପରୁ 13 ଏପ୍ରିଲ, 2021 ଠାରୁ ୬ଘ.୩୦ମି.ରେ ଛାଡି କଟକ ଠାରେ ପୂର୍ବାହ୍ନ ୮ଘ.୨୦ମି.ରେ ପହଞ୍ଚିବ |
ଭୁବନେଶ୍ୱର-ଜଗଦଳପୁର-ଭୁବନେଶ୍ୱର ବିଶେଷ ଟ୍ରେନ ପରିବର୍ତ୍ତିତ ନମ୍ବର ସହିତ ଚଳାଚଳ କରିବ :
Comments are closed.