ଭୁବନେଶ୍ୱର-ବଲାଙ୍ଗୀର-ଭୁବନେଶ୍ୱର ସ୍ପେଶାଲ୍ 23 ମଇ ପର୍ଯ୍ୟନ୍ତ ଶନିବାର ଓ ରବିବାର ଦିନ ବାତିଲ୍ ରହିବ |
● ବିଶାଖାପାଟନମ୍-କାଚେଗୁଡା-ବିଶାଖାପା
କମ ପୃଷ୍ଠପୋଷକତା ଏବଂ କୋଭିଡ୧୯ ସଂକ୍ରମଣ ବୃଦ୍ଧିର ଶୃଙ୍ଖଳାକୁ ଭାଙ୍ଗିବାକୁ ଦୃଷ୍ଟିରେ ରଖି ପୂର୍ବତଟ ରେଳପଥ ପରିସୀମା ମଧ୍ୟରୁ ଛାଡୁଥିବା ଆହୁରି ଦୁଇ ଯୋଡ଼ା ବିଶେଷ ଏକ୍ସପ୍ରେସ ଟ୍ରେନକୁ ନିମ୍ନ ଲିଖିତ ଅନୁଯାୟୀ ଉଭୟ ପାର୍ଶ୍ୱରୁ ବାତିଲ କରିବାକୁ ନିଷ୍ପତ୍ତି ନିଆଯାଇଛି |
01. 08493/08494 ଭୁବନେଶ୍ୱର-ବାଲାଙ୍ଗୀର-ଭୁବନେଶ୍ୱର ସ୍ପେଶାଲ୍ ଉଭୟ ଦିଗରୁ ମାଇଁ ମାସ 15,16,22 ଏବଂ 23 ତାରିଖ ଦିନ ବାତିଲ୍ ରହିବ
02. 08561/08562 ବିଶାଖାପାଟନମ୍-କାଚେଗୁଡା-ବିଶାଖାପା
କମ ପୃଷ୍ଠପୋଷକତା ଏବଂ Covid19 ସଂକ୍ରମଣର ଶୃଙ୍ଖଳାକୁ ଭାଙ୍ଗିବା ପାଇଁ ପୂର୍ବତଟ ରେଳପଥ ଏହାପୂର୍ବରୁ ଚାରି ଯୋଡ଼ା ସ୍ପେଶାଲ ଏକ୍ସପ୍ରେସ ଟ୍ରେନକୁ ବାତିଲ କରିବାକୁ ଘୋଷଣା କରିଛି | ଏହି ଟ୍ରେନ୍ ଗୁଡିକ ହେଉଛି _ 02866/02865 ପୁରୀ- ଏଲଟିଟି-ପୁରୀ ସାପ୍ତାହିକ ସ୍ପେଶାଲ ଏକ୍ସପ୍ରେସ, 02880/02879 ଭୁବନେଶ୍ୱର-ଏଲଟିଟି- ଭୁବନେଶ୍ୱର ଦ୍ୱି-ସାପ୍ତାହିକ ସ୍ପେଶାଲ ଏକ୍ସପ୍ରେସ, 07488/07487 ବିଶାଖାପାଟନମ-କଡପା-ବିଶାଖାପାଟନମ ଦୈନନ୍ଦିନ ଚଳାଚଳ କରୁଥିବା ଏକ୍ସପ୍ରେସ ସ୍ପେଶାଲ ଏବଂ 02831/02832 ବିଶାଖାପାଟଣା-ଲିଙ୍ଗମପଲ୍ଲୀ-ବିଶାଖା
Comments are closed.