● ଦୈନିକ ଚଳାଚଳ କରୁଥିବା ଛଅ ଯୋଡ଼ା ମେମୁ / ପାସେଞ୍ଜର ଟ୍ରେନ 30 ଜୁନ୍, 2021 ପର୍ଯ୍ୟନ୍ତ ବାତିଲ୍ ରହିବ |
● ତିନି ଯୋଡ଼ା ବିଶେଷ ଟ୍ରେନ ଶନିବାର ଏବଂ ରବିବାର ଦିନ ବାତିଲ୍ ରହିବ |
● ଛଅ ଯୋଡ଼ା ଟ୍ରେନ୍ 21 ରୁ 30 ଜୁନ୍ ପର୍ଯ୍ୟନ୍ତ ଏବଂ ଛଅ ଯୋଡ଼ା 22 ଜୁନ୍ ରୁ ଜୁଲାଇ ପହିଲା ପର୍ଯ୍ୟନ୍ତ ବାତିଲ୍ ରହିବ |
● ଏକ ଯୋଡ଼ା ବିଶେଷ ଟ୍ରେନ ଆଂଶିକ ବାତିଲ ରହିବ |
● କୋଭିଡ଼୧୯ ସଂକ୍ରମଣର ଶୃଙ୍ଖଳାକୁ ଭାଙ୍ଗିବା ପାଇଁ ନିଷ୍ପତ୍ତି |
● ରାତ୍ରି ୮ଘଟିକା ପର୍ଯ୍ୟନ୍ତ ଯାତ୍ରୀ ସଂରକ୍ଷଣ ପ୍ରଣାଳୀ (ପିଆରଏସ) କାଉଣ୍ଟର ଖୋଲା ରହିବ |
କୋଭିଡ଼୧୯ ସଂକ୍ରମଣର ଶୃଙ୍ଖଳା ଭାଙ୍ଗିବା ଏବଂ ଖରାପ ପୃଷ୍ଠପୋଷକତା ପାଇଁ ଉଭୟ ଦିଗରୁ 30 ଜୁନ୍, 2021 ପର୍ଯ୍ୟନ୍ତ ଟ୍ରେନ୍ ଚଳାଚଳ ବାତିଲ, ଆଂଶିକ ବାତିଲ ଏବଂ ନିର୍ଦ୍ଧିଷ୍ଟ ଦିନ ମାନଙ୍କରେ ଚଳାଚଳ କରିବାକୁ ନିଷ୍ପତ୍ତି ନିଆଯାଇଛି |
ଜୁନ ୨୧ ତାରିଖ ଠାରୁ 30 ତାରିଖ ମଧ୍ୟରେ ବାତିଲ ହେଉଥିବା ଟ୍ରେନ |
01. 084312/08432 ପୁରୀ-କଟକ-ପୁରୀ ବିଶେଷ ଟ୍ରେନ |
02. 08493/08494 ଭୁବନେଶ୍ୱର-ବଲାଙ୍ଗୀର-ଭୁବନେଶ୍ୱର ବିଶେଷ ଟ୍ରେନ |
03. 08456/08455 ଭୁବନେଶ୍ୱର-କେନ୍ଦୁଝରଗଡ-ଭୁବନେଶ୍ୱର ବିଶେଷ ଟ୍ରେନ |
04. 08412/08411 ଭୁବନେଶ୍ୱର-ଭଦ୍ରକ-ଭୁବନେଶ୍ୱର ବିଶେଷ ଟ୍ରେନ |
05. 08438/08437 କଟକ-ଭଦ୍ରକ-କଟକ ବିଶେଷ ଟ୍ରେନ |
06. 08461/08462 କଟକ-ପାରାଦୀପ-କଟକ ବିଶେଷ ଟ୍ରେନ |
07. 08454/08453 କଟକ-ଭଦ୍ରକ-କଟକ ବିଶେଷ ଟ୍ରେନ |
21 ଜୁନ୍ରୁ ଜୁଲାଇ ପହିଲା ମଧ୍ୟରେ ବାତିଲ ହେଉଥିବା ବିଶେଷ ଟ୍ରେନ |
● 08528/08527 ବିଶାଖାପାଟନମ୍-ରାୟପୁର-ବିଶାଖାପା
● 08515/08516 ବିଶାଖାପାଟନମ୍-କିରନ୍ଦୁଲ-ବିଶାଖାପା
● 08445/08446 ଭୁବନେଶ୍ୱର-ଜଗଦଲପୁର-ଭୁବନେଶ୍ୱର ସ୍ପେଶାଲ ଭୁବନେଶ୍ୱର ଠାରୁ 21 ରୁ 30 ଜୁନ୍ ଏବଂ ଜଗଦଲପୁରରୁ 22 ଜୁନ ରୁ ଜୁଲାଇ ପହିଲା ପର୍ଯ୍ୟନ୍ତ |
● 08561/08562 ବିଶାଖାପାଟନମ୍-କାଚେଗୁଡା-ବିଶାଖାପା
● 07488/07487 ବିଶାଖାପାଟନମ୍-କଡପା-ବିଶାଖାପାଟନମ୍ ସ୍ପେଶାଲ୍ ବିଶାଖାପାଟଣା ଠାରୁ 21 ରୁ 30 ଜୁନ୍ ଏବଂ କଡପା ଠାରୁ 22 ଜୁନ ରୁ ଜୁଲାଇ ପହିଲା ପର୍ଯ୍ୟନ୍ତ |
● 02831/02832 ବିଶାଖାପାଟନମ୍-ଲିଙ୍ଗମପଲ୍ଲୀ-ବିଶା
ଶନିବାର ଏବଂ ରବିବାର ଦିନମାନଙ୍କରେ ବାତିଲ୍ ହେଉଥିବା ଟ୍ରେନ |
01. 08428/08427 ପୁରୀ-ଅନୁଗୁଳ-ପୁରୀ ବିଶେଷ ଟ୍ରେନ |
02. 08433/08434 ଭୁବନେଶ୍ୱର-ପଲାସା-ଭୁବନେଶ୍ୱର ବିଶେଷ ଟ୍ରେନ |
03. 02892/02891 ଭୁବନେଶ୍ୱର-ବାଙ୍ଗିରିପୋସି-ଭୁବନେଶ୍
ଆଂଶିକ ବାତିଲ୍ ହେଉଥିବା ଟ୍ରେନ |
A. 08428/08427 ପୁରୀ-ଅନୁଗୁଳ-ପୁରୀ ସ୍ପେଶାଲ୍ ଉଭୟ ଦିଗରୁ 21 ଏବଂ 25 ଜୁନ୍ ଏବଂ 28 ରୁ 30 ଜୁନ୍, 2021 ମଧ୍ୟରେ ପୁରୀ ଓ ତାଳଚେର ମଧ୍ୟରେ ଚଳାଚଳ କରିବ ଏବଂ ତାଳଚେର ଓ ଅନୁଗୁଳ ମଧ୍ୟରେ ବାତିଲ୍ ରହିବ |
ରାତ୍ରି ୮ଘଟିକା ପର୍ଯ୍ୟନ୍ତ ଯାତ୍ରୀ ସଂରକ୍ଷଣ ପ୍ରଣାଳୀ (ପିଆରଏସ) କାଉଣ୍ଟର ଖୋଲା ରହିବ |
କୋଭିଡ଼୧୯ ସଙ୍କଟ ସମୟରେ ପ୍ରତିଷେଧକ ବ୍ୟବସ୍ଥାକୁ ଦୃଷ୍ଟିରେ ରଖି ଲକଡାଉନ୍ ସମୟ ବଳବତ୍ତର ପର୍ଯ୍ୟନ୍ତ ପୂର୍ବତଟ ରେଳପଥ ପରିସୀମା ମଧ୍ୟରେ ରାତ୍ରି ୮ ଘଟିକା ପର୍ଯ୍ୟନ୍ତ ଯାତ୍ରୀ ସଂରକ୍ଷଣ ପ୍ରଣାଳୀ (ପିଆରଏସ) କାଉଣ୍ଟର ଖୋଲା ରଖିବାକୁ ରେଳବାଇ ପକ୍ଷରୁ ନିଷ୍ପତ୍ତି ନିଆଯାଇଅଛି |
Comments are closed.