Odisha news

ଗୋଟିଏ ଦିନ ବଢିଲା କଟକ ବାଲିଯାତ୍ରା

0

ଭୁବନେଶ୍ବର , 4/12/23 : ଗୋଟିଏ ଦିନ ବଢିଲା କଟକ ବାଲିଯାତ୍ରା। ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟନାୟକ ଆଜି ଜନ ସାଧାରଣଙ୍କ ଆଗ୍ରହକୁ ଦୃଷ୍ଟିରେ ରଖି ଐତିହାସିକ ବାଲିଯାତ୍ରା କୁ ଗୋଟିଏ ଦିନ ପାଇଁ ବଢ଼ାଇବାକୁ ନିଷ୍ପତ୍ତି ନେଇଛନ୍ତି। ଏସମ୍ପର୍କରେ ଆବଶ୍ୟକ ପଦକ୍ଷେପ ନେବା ପାଇଁ ମୁଖ୍ୟମନ୍ତ୍ରୀ ଜିଲ୍ଲା ପ୍ରଶାସନ କୁ ନିର୍ଦ୍ଦେଶ ଦେଇଛନ୍ତି. ସୂଚନା ଯୋଗ୍ୟ ଯେ ବାଲି ଯାତ୍ରା ଏବେ ଲୋକଙ୍କ ପାଇଁ ମୁଖ୍ୟ ଆକର୍ଷଣ ହୋଇଛି ଓ ଏଥିରେ ବିପୁଳ ଜନ ସମାଗମ ହେଉଛି। କାର୍ତ୍ତିକ ପୂର୍ଣିମା ରୁ ଆରମ୍ଭ ହୋଇଥିବା ବାଲିଯାତ୍ରା ଆଜି ଶେଷ ହେବାର ଥିଲା .

Nalco
Leave A Reply