Odisha news

ଜିଲ୍ଲା କଂଗ୍ରେସ ପକ୍ଷରୁ ମୟୂରଭଞ୍ଜର ନୂତନ ଜିଲ୍ଲାପାଳଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା

0

ବାରିପଦା  : ମୟୂରଭଞ୍ଜ ଜିଲ୍ଲାରେ ନୂତନ ଭାବେ ଯୋଗ ଦେଇଥିବା ଜିଲ୍ଲାପାଳ ଆଶିଷ ଠାକରେଙ୍କୁ ମୟୂରଭଞ୍ଜ ଜିଲ୍ଲା କଂଗ୍ରେସ ଦଳ ତରଫରୁ ସୌଜନ୍ୟ ମୂଳକ ସାକ୍ଷାତ କରି ସ୍ୱାଗତ ସମ୍ବର୍ଦ୍ଧନା ଜଣାଇଥିଲେ । ଜିଲ୍ଲାର ବିଭିନ୍ନ ସମସ୍ୟା ସମ୍ବନ୍ଧରେ ଆଲୋଚନା କରାଯିବା ସହ ଆଗାମୀ ଦିନରେ ଏହାକୁ କିପରି କାର୍ଯ୍ୟକାରୀ କରାଯିବ ସେଥିନେଇ ଜିଲ୍ଲାପାଳଙ୍କୁ ନିବେଦନ କରିଥିଲେ । ଆଜିର ଏହି ସ୍ୱାଗତ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମରେ ଜିଲ୍ଲା ସଭାପତି ହେମନ୍ତ ଦାସ, ବରିଷ୍ଠ କଂଗ୍ରେସ ନେତା ତଥା ଆଇନଜୀବୀ ବିଜନ ଦାସ, ବାରିପଦା ନଗର ସଭାପତି ଶାନ୍ତନୁ ପାଲ, ଦୀପକ ଦାଶ ,ନିର୍ମଳ ପ୍ରଧାନ ଓ ପ୍ରଦୀପ ଦାସ ପ୍ରମୁଖ ଉପସ୍ଥିତ ଥିଲେ ।

Leave A Reply