ଭଞ୍ଜନଗର ୨୧/୦୨ ( ଅମରେନ୍ଦ୍ର କୁମାର ପଟ୍ଟନାୟକ ସକାଳ ଖବର) : ଭଞ୍ଜନଗର ଏନଏସି କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ଦିନ ଶ୍ରବଣ ବାଧିକ ଯନ୍ତ୍ର ପ୍ରଦାନ ଉତ୍ସବ ଅନୁଷ୍ଠିତ ହୋଇଥିଲା, ଭଞ୍ଜନଗର ଏନଏସି ଅଧ୍ୟକ୍ଷ ଗୋପବନ୍ଧୁ ମହାପାତ୍ର ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ହିତାଧିକାରୀଙ୍କୁ ଶ୍ରବଣ ଯନ୍ତ୍ର ପ୍ରଦାନ କରିଥିଲେ, ସମାଜସେଵୀ ଶୁଳାପାଣି ଶତପଥୀ ଉପସ୍ଥିତ ଥିଲେ, ଆଇନା, ସମ୍ଭବ ଏବଂ ଯୁକ୍ତରାଷ୍ଟ୍ର ଆମେରିକାର ଏକ ସଂସ୍ଥା ର ମିଳିତ ସହଯୋଗରେ ଏହି କାର୍ଯ୍ୟକ୍ରମ ହୋଇଥିଲା.