Odisha news

ଆଜି ଯୁକ୍ତ ୨ ବାଣିଜ୍ୟ ରେଜଲ୍ଟ

0

ଭୁବନେଶ୍ୱର, ୧୮ ଅଗଷ୍ଟ – ଆସନ୍ତାକାଲି (ବୁଧବାର) ଯୁକ୍ତ ୨ ବାଣିଜ୍ୟ ରେଜଲ୍ଟ ପ୍ରକାଶ ପାଇବ । ୧୯ ତାରିଖ ପୂର୍ବାହ୍ନ ୧୧ ଟା ୩୦ରେ ବାଣିଜ୍ୟ ପରୀକ୍ଷା ଫଳ ପ୍ରକାଶ ପାଇବ ବୋଲି ରାଜ୍ୟ ଗଣଶିକ୍ଷା ମନ୍ତ୍ରୀ ସମୀର ରଂଜନ ଦାଶ ସୂଚନା ଦେଇଛନ୍ତି । ଛାତ୍ରଛାତ୍ରୀମାନେ ‘ଙ୍ଗଙ୍ଗଙ୍ଗ.କ୍ଟକ୍ସସଗ୍ଦଗ୍ଦବକ୍ସରଗ୍ଦଙ୍କକ୍ଷଗ୍ଧଗ୍ଦ.ଦ୍ଭସମ.ସଦ୍ଭ ୱେବ୍ ସାଇଟ୍ ରେ ସେମାନଙ୍କ ରେଜଲ୍ଟ ଦେଖିପାରିବେ ।
ସେହିପରି ଅଗଷ୍ଟ ଶେଷ ସପ୍ତାହରେ ଯୁକ୍ତ ୨ ର କଳା ରେଜଲ୍ଟ ପ୍ରକାଶ ପାଇବ ବୋଲି ମନ୍ତ୍ରୀ କହିଛନ୍ତି । ଚଳିତ ମାସ ୧୨ ତାରିଖରେ ବିଜ୍ଞାନ ରେଜଲ୍ଟ ପ୍ରକାଶ ପାଇଥିଲା ।

Leave A Reply