Odisha news

ପୂର୍ବତନ କେନ୍ଦ୍ରମନ୍ତ୍ରୀ ଯଶୱନ୍ତ ସିଂହଙ୍କ ବିୟୋଗରେ ବୈଜୟନ୍ତ ପଣ୍ଡାଙ୍କ ଶୋକ

0

ବରିଷ୍ଠ ବିଜେପି ନେତା ତଥା ରାଷ୍ଟ୍ରୀୟ ଉପସଭାପତି ବୈଜୟନ୍ତ ପଣ୍ଡା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଯଶୱନ୍ତ ସିଂହଙ୍କ ବିୟୋଗରେ ଗଭୀର ଶୋକ ପ୍ରକାଶ କରିଛନ୍ତି। ଜାତୀୟ ରାଜନୀତିରେ ସେ ଜଣେ ପ୍ରଭାବଶାଳୀ ବ୍ୟକ୍ତିତ୍ବ ଥିଲେ ଏବଂ ତାଙ୍କ ବିୟୋଗରେ ଏକ ଅପୂରଣୀୟ କ୍ଷତି ହେବା ସହ ଜଣେ ସଚ୍ଚା ଦେଶଭକ୍ତଙ୍କୁ  ଦେଶ ହରାଇଲା ବୋଲି ଶ୍ରୀ ପଣ୍ଡା ନିଜର ଶୋକ ବାର୍ତ୍ତାରେ କହିଛନ୍ତି। ଶ୍ରୀ ପଣ୍ଡା ଶୋକସନ୍ତପ୍ତ ପରିବାର ପ୍ରତି ଗଭୀର ସମବେଦନା ଜ୍ଞାପନ କରିବା ସହ ଅମର ଆତ୍ମାର ସଦଗତି କାମନା କରିଛନ୍ତି।

Nalco
Leave A Reply