ସାରଜା : ଇଣ୍ଡିଆନ ପ୍ରିମିୟର ଲିଗ୍(ଆଇପିଏଲ) ତ୍ରୟୋଦଶତମ ସଂସ୍କରଣର ଶନିବାର ଦୁଇଟି ମ୍ୟାଚ୍ ରହିଛି। ଆଜିର ପ୍ରଥମ ମ୍ୟାଚରେ ଦୁବାଇରେ ରାଜସ୍ଥାନ ରୟାଲ୍ସ ଓ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ମଧ୍ୟରେ ଖେଳାଯାଉଛି। ରାଜସ୍ଥାନ ରୟାଲ୍ସ ପ୍ରଥମେ ବ୍ୟାଟିଂ କରି ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ପାଇଁ ୧୭୮ ରନର ବିଜୟ ଲକ୍ଷ୍ୟ ଧାର୍ଯ୍ୟ କରିଛି।