Odisha news

ପୁଣି ୨୩ ଜଣ କରୋନା ପଜିଟିଭ୍ ଚିହ୍ନଟ , ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪୩୭କୁ ବୃଦ୍ଧି

0

ଭୁବନେଶ୍ବର: ରାଜ୍ୟରେ ପୁଣି ୨୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହା ଫଳରେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪୩୭କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ତେବେ ଚିହ୍ନଟ ହୋଇଥିବା ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୪୩୭କୁ ବୃଦ୍ଧି ପାଇଛି। ଆକ୍ରାନ୍ତଙ୍କ ମଧ୍ୟରୁ ୩୪୯ ଜଣ ଚିକିତ୍ସାଧୀନ ଥିବାବେଳେ ୮୫ ଜଣ ସୁସ୍ଥ ହୋଇଛନ୍ତି। ତେବେ ୩ଜଣଙ୍କ ମୃତ୍ୟୁ ଘଟିଛି।

 

Govt
Leave A Reply