ପୁଣି ୨୫ ଜଣ କରୋନା ପଜିଟିଭ୍ ଚିହ୍ନଟ :ଗଞ୍ଜାମ ଜିଲ୍ଲାରେ ୨୪ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଖୋର୍ଦ୍ଧାରେ ମାତ୍ର ଜଣେ ଚିହ୍ନଟ
ଭୁବନେଶ୍ୱର: ରାଜ୍ୟରେ ହୁହୁ ହୋଇ ବଢିଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଆଜି ସକାଳେ ୨୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏବେ ପୁଣି ୨୫ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି।
ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୭୧କୁ ବୃଦ୍ଧି ପାଇଛି। ସେହିପରି ଗଞ୍ଜାମ ଜିଲ୍ଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭୧କୁ ବୃଦ୍ଧି ପାଇଛି।