Odisha news

ଜଳୁଛି ନେପାଳ !ନେପାଳ ପ୍ରଧାମନ୍ତ୍ରୀ କେ.ପି.ଶର୍ମା ଓଲି ଦେଲେ ଇସ୍ତଫା

ସୁରକ୍ଷାକର୍ମୀଙ୍କ ଆୟତ୍ତ ବାହାରେ ସ୍ଥିତି ,ନେପାଳ ରେ ତେଜିଲା ରାଜନୈତିକ ହିଂସା , ପ୍ରଦର୍ଶନକାରୀ କଲେ ରାଷ୍ଟ୍ରପତି ଭଵନ ଉପରେ କବଜା , କିଏ ସେହି ଜେନ -G  ପ୍ରଦର୍ଶନକାରୀ ? ଦୋହରା ହେବକି ବଙ୍ଗଳାଦେଶ ସ୍ଥିତି ?ହେବେକି…
Read More...

ଓଡ଼ିଶା ସୂଚନା କମିଶନଙ୍କ ଐତିହାସିକ ନିର୍ଦ୍ଦେଶ : ଓଡ଼ିଶା ଲୋକସେବା ଆୟୋଗକୁ ସାକ୍ଷାତକାର ମାର୍କ ପ୍ରଦାନ କରିବାକୁ…

ଭୁବନେଶ୍ୱର (Suvendra Pattanaik) : ଏକ ସାମ୍ପ୍ରତିକ ରାୟରେ ରାଜ୍ୟ ମୁଖ୍ୟ ସୂଚନା କମିଶନର ଏକ ଐତିହାସିକ ନିର୍ଦ୍ଦେଶ ଦେଇଛନ୍ତି । ଏଥିରେ ୨୦୨୨ ମସିହାରେ ସହକାରୀ ଶିକ୍ଷକ ପଦବୀ ପାଇଁ ମନୋନୀତ ହୋଇ ନଥିବା ଜଣେ…
Read More...

ଖରିଫ ଫସଲ ୨୦୨୫-୨୬ ପାଇଁ ଆନ୍ତଃମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ ଅନୁଷ୍ଠିତ : ଆଗାମୀ ଖରିଫ ଋତୁ ପାଇଁ ରୋଡ଼ମ୍ୟାପ…

ଭୁବନେଶ୍ୱର(Suvendra Pattanaik) : ଆଜି ଲୋକସେବା ଭବନସ୍ଥିତ ସମ୍ମିଳନୀ କକ୍ଷରେ ଖରିଫ ୨୦୨୫-୨୬ ଋତୁରେ ଫସଲ କ୍ରୟ ନିମନ୍ତେ ଆନ୍ତଃମନ୍ତ୍ରୀସ୍ତରୀୟ କମିଟିର ପ୍ରଥମ ବୈଠକ ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ,…
Read More...

ବରିଷ୍ଠ ନାଗରିକ ତୀର୍ଥଯାତ୍ରୀ ଯୋଜନା ପ୍ରସ୍ତୁତି ସମୀକ୍ଷା ବୈଠକ : ଆବଶ୍ୟକୀୟ କାର୍ଯ୍ୟ ସମ୍ପାଦନ ନିମନ୍ତେ…

ଭୁବନେଶ୍ୱର ତା.୦୮/୦୯/୨୦୨୫ : ବରିଷ୍ଠ ନାଗରିକ ତୀର୍ଥଯାତ୍ରୀ ଯୋଜନା ଅନ୍ତର୍ଗତ ଚଳିତ ଆର୍ଥିକ ବର୍ଷର ପ୍ରଥମ ପର୍ଯ୍ୟାୟରେ ତୀର୍ଥଯାତ୍ରୀମାନେ ଭୁବନେଶ୍ୱରରୁ ଅଯୋଧ୍ୟା ଓ ବାରଣାସୀ ବୁଲି ଦେଖିବାର କାର୍ଯ୍ୟକ୍ରମ ରହିଛି । ଏଥି…
Read More...

ଖୋର୍ଦ୍ଧା ରୋଡ୍ ରେଳମଣ୍ଡଳ ଦ୍ୱାରା ଫିଟ୍ ଇଣ୍ଡିଆ ସାଇକେଲିଂ ଅଭିଯାନ : “ସାଇକେଲ୍ ଉପରେ ରବିବାର” ଏକ…

ଭୁବନେଶ୍ୱର/ଖୋର୍ଦ୍ଧା ରୋଡ୍, 8 ସେପ୍ଟେମ୍ବର 2025 : ଦେଶବ୍ୟାପୀ ଫିଟ୍ ଇଣ୍ଡିଆ ଆନ୍ଦୋଳନ ସହିତ ସମନ୍ୱୟ ରଖି ପୂର୍ବତଟ ରେଳପଥ ଖୋର୍ଦ୍ଧା ରୋଡ୍ ରେଳମଣ୍ଡଳ "ସାଇକେଲ୍ ଉପରେ ରବିବାର" ବା ସଣ୍ଡେ ଅନ ସାଇକେଲ୍ ବ୍ୟାନରରେ ଏକ…
Read More...

ପୋଲିସକୁ ଖୋଲା ଚ୍ୟାଲେଞ୍ଜ: ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ବଢ଼ିଚାଲିଛି ଅପରାଧିକ କାର୍ଯ୍ୟକଳାପ

ବାଲିଗୁଡା, ତା, ୦୮/୦୯:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ଦିନକୁ ଦିନ ଅପରାଧିକ କାର୍ଯ୍ୟକଳାପ ବୃଦ୍ଧି ପାଉଛି। ଗତ ୩ ଦିନ ମଧ୍ୟରେ ଉକ୍ତ ଥାନା…
Read More...

ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପରଲୋକରେ ରାଜ୍ୟ ସଭାପତିଙ୍କ ଶୋକ

ଭୁବନେଶ୍ୱର, ୮/୦୯: ନୂଆପଡ଼ା ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ରାଜେନ୍ଦ୍ର ଢୋଲକିଆଙ୍କ ଚେନ୍ନାଇସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିସôାଧୀନ ଅବସ୍ଥାରେ ପରଲୋକ ଘଟିଛି । ମୃତୁ୍ୟ ବେଳକୁ ତାଙ୍କୁ ୬୮ବର୍ଷ ବୟସ ହୋଇଥିଲା । ତାଙ୍କ…
Read More...

ଦୁଇ ବାଇକ ମୁହାଁମୁହିଁ ଧକ୍କା , ୨ମୃତ : ୨ଗୁରୁତର

କନ୍ଧମାଳ: ତା, ୦୮/୦୯:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ଥାନା ଖାଡିଙ୍ଗିଆ ନିକଟରେ ଦୁଇ ବାଇକ ମୁହାଁମୁହିଁ ଧକ୍କା ହେବା ଫଳରେ ଘଟଣା ସ୍ଥଳରେ ୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨ ଗୁରୁତର ଅଛନ୍ତି ।…
Read More...

ମୋଦୀ ଯୁବା ମାରାଥନରେ ନିଶାମୁକ୍ତ ଭାରତର ବାର୍ତା ଦେବ ବିଜେପି ଯୁବମୋର୍ଚ୍ଚା: ଅଭିଳାଷ ପଣ୍ଡା

ଭୁବନେଶ୍ୱର, ୮/୦୯:, ଯଶସ୍ୱୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦିଜୀ ଦେଶର ଯୁବାବର୍ଗର ଉନ୍ନତି ପାଇଁ ଅନେକ ଉଲ୍ଲେଖନୀୟ କାର୍ଯ୍ୟ କରିଛନ୍ତି । ଯୁବକମାନଙ୍କ ଦକ୍ଷତା ବୃଦ୍ଧି ସହ ସେମାନଙ୍କୁ ଆତ୍ମନିର୍ଭର କରିବା ପାଇଁ ଅନେକ…
Read More...

ଅପରେସନ ପ୍ରହାର ର ସଫଳତା : ୫ ଟି ଦେଶୀବନ୍ଧୁକ ଓ ସାମଗ୍ରୀ ସହ ୧୨୭ କେଜି ଗଞ୍ଜେଇ ଜବତ ,ଦୁଇ ଗିରଫ 

ବାଲିଗୁଡା ,ତା, ୦୮/୦୯(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ପୁଲିସ ପକ୍ଷରୁ ଆରମ୍ଭ ହୋଇଥିବା “ଅପରେସନ ପ୍ରହାର “ ଅଭିଯାନ ରେ ବାଲିଗୁଡା ପୁଲିସ କୁ ମିଳିଛି ଏକ ସଫଳତା । ଏ ନେଇ ସୋମବାର ବାଲିଗୁଡା ଏସଡିପିଓ ରମେନ୍ଦ୍ର…
Read More...