ଶୁଭୁନି ଆଉ କିଚିରିମିଚିରି ଶବ୍ଦ; ଲୋପ ପାଇଲାଣି ଘର ଚଟିଆ ବଂଶ
ବାଲିଗୁଡା, ତା, ୨୦/୦୩:(ସଞ୍ଜୟ କୁମାର ପାଣିଗ୍ରାହୀ): ଜଳବାୟୁ ପରିବର୍ତ୍ତନ ସହିତ ଧରାପୃଷ୍ଠରୁ ବହୁ ଜୀବଜନ୍ତୁ ମଧ୍ୟ ଧିରେ ଧିରେ ଲୋପ ପାଇବାରେ ଲାଗିଛି I ଦିନ ଥିଲା ଗାଆଁ ଗହଳରେ ମାଆ ମାନେ ଘର ଚଟିଆକୁ ଦେଖାଇ ନିଜ ଛୁଆର…
Read More...
Read More...