Odisha news

ଏକାମ୍ର ନିର୍ବାଚନ ମଣ୍ଡଳୀରେ ବିଜେପି ବିଧାୟକ ପ୍ରାର୍ଥୀ ବାବୁ ସିଂ ଙ୍କ ପଦଯାତ୍ରା।

0
ଭୁବନେଶ୍ୱର,୪/୦୫: ଏକାମ୍ର ନିର୍ବାଚନ ମଣ୍ଡଳୀରେ ଦିନକୁ ଦିନ ବିଜେପି ର ଶକ୍ତି ବୃଦ୍ଧି ପାଇବାରେ ଲାଗିଛି। ବିଜେପି ବିଧାୟକ ପ୍ରାର୍ଥୀ ବାବୁ ସିଂ ଆଜି ନିର୍ବାଚନ ମଣ୍ଡଳୀର ୱାର୍ଡ଼ ନଂ -୪୫ ଅଞ୍ଚଳରେ ମାରାଥନ ପଦଯାତ୍ରା କରି ଲୋକଙ୍କ ସମସ୍ୟା ପଚାରି ବୁଝିବା ସହ ବିଜେପି କୁ ଭୋଟ୍ ଦେଇ ଜିତିଈବାକୁ ଅନୁରୋଧ କରିଥିଲେ।ଏହି ଅବସରରେ ବିଜେପି ବିଧାୟକ ପ୍ରାର୍ଥୀ ବାବୁ ସିଂ କହିଛନ୍ତି ଯେ,କେତେଦିନ ସହିବା ଏକାମ୍ର ରେ ଏଥର ପରିବର୍ତ୍ତନ ଆଣିବା। ଦୁର୍ନୀତି ଭ୍ରଷ୍ଟାଚାର ପୂର୍ଣ୍ଣ ବିଜେଡ଼ି ଦଳକୁ ଏଥର ଲୋକେ ଗ୍ରହଣ କରିବେ ନାହିଁ।ଏକାମ୍ର ନିର୍ବାଚନ ମଣ୍ଡଳୀର ଅସ୍ମିତା ପାଇଁ ସ୍ୱାଭିମାନ ପାଇଁ ଲଢ଼େଇ ହେବ ଏଥର।ବିଶ୍ୱାସ ଅଛି ଏଥର ଏକାମ୍ର ରେ ବିଜେପି ବିପୁଳ ଭୋଟ ରେ ବିଜୟ ଲାଭ କରିବ ବୋଲି  ବାବୁ ସିଂ କହିଛନ୍ତି।
Ad2
Leave A Reply