ମୟୁରଭଞ୍ଜ ସଡକ ଦୁର୍ଘଟଣାରେ ୬ ଜଣ ବ୍ୟକ୍ତିଙ୍କ ମୃତ୍ୟୁ ଘଟଣାରେ ବୈଜୟନ୍ତଙ୍କ ଦୁଃଖ ପ୍ରକାଶ ରାଜ୍ୟ By Sakala Khabar Last updated Jan 24, 2024 0 Share 24.01.24 : ମୟୁରଭଞ୍ଜର ଦ୍ବାରଶୁଣି ଘାଟିରେ ଏକ ସଡକ ଦୁର୍ଘଟଣାରେ ୬ ଜଣ ବ୍ୟକ୍ତି ପ୍ରାଣ ହରାଇବା ଘଟଣାରେ ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା ଗଭୀର ଦୁଃଖ ପ୍ରକାଶ କରିଛନ୍ତି | ସେ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି l 0 Share