Odisha news

ଅଜଣା ବୃଦ୍ଧାଙ୍କ ମୃତ ଦେହ ଉଦ୍ଧାର 

0
ବାଲିଗୁଡା: ତା, ୦୩/୧୦:(ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଟାଉନ ସ୍ଥିତ ୫୯ ନଂ. ଜାତୀୟ ରାଜପଥ କଡ଼ରେ ଥ‌ିବା ହୋଣ୍ଡା ସୋ ରୁମ୍ ନିକଟସ୍ଥ ସୁବୋଧ ଆନନ୍ଦ ସାହୁଙ୍କ ଘର ଆଗରୁ ଜଣେ ବୃଦ୍ଧାଙ୍କ ମୃତଦେହ ଠାବ କରିଛି ବାଲିଗୁଡା ପୋଲିସ l ମୃତ ବୃଦ୍ଧାଙ୍କ ପରିଚୟ  ମିଳିନ ଥିବା ବେଳେ ମୃତ୍ୟୁର କାରଣ ଅସ୍ପୃଷ୍ଟ ରହିଛି l ଖବର ପାଇ ଘଟଣା ସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି l
Leave A Reply