Odisha news

ସୁନା ଦୋକାନରୁ ଲକ୍ଷାଧିକ ଟଙ୍କାର ଅଳଙ୍କାର ଲୁଟ୍ ଅଭିଯୋଗ

ବାଲିଗୁଡା,(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ରାଇକିଆ ମେଡ଼ିକାଲ୍ ରାସ୍ତାରେ ଥିବା ଏକ ସୁନା ଦୋକାନରୁ ଲକ୍ଷାଧିକ ଟଙ୍କାର ଗହଣା ଲୁଟ୍ ହୋଇଥିବା ନେଇ ଅଭିଯୋଗ ହୋଇଛି। ଦୋକାନ ମାଲିକ ସୁଶାନ୍ତ ମହାପାତ୍ର ସକାଳୁ ଦୋକାନ ଖୋଲିବା ପରେ କିଛି କ୍ଷଣ ପାଇଁ ବାହାରକୁ ଯାଇଥିବା ବେଳେ ଏହାର ସୁଯୋଗ ନେଇ କେହି ଦୁର୍ବୃତ୍ତ ଦୋକାନ ସୋ କେସ୍‌ରେ ତାଲାଭାଙ୍ଗି ଲକ୍ଷାଧିକ ଟଙ୍କାର ସୁନା ଗହଣା ଲୁଟ୍ କରି ଚାଲିଥିବା ନେଇ ଅଭିଯୋଗ ହୋଇଛି। ଏନେଇ ଥାନାରେ ଅଭିଯୋଗ ପରେ ପୁଲିସ୍ ଘଟଣାର ତଦନ୍ତ ଆରମ୍ଭ କରିଛି।

Govt

Comments are closed.