Odisha news

ବିଜୁ ଛାତ୍ର ଜନତା ଦଳର ରାଜ୍ୟ ସାଧାରଣ ସମ୍ପାଦକ ଦିବ୍ୟବ୍ରତ ମହାନ୍ତି ନିଲମ୍ବିତ

0

ବାରିପଦା  : ରାଜ୍ୟ ବିଜୁ ଛାତ୍ର ଜନତା ଦଳର ସାଧାରଣ ସମ୍ପାଦକ ଦିବ୍ୟବ୍ରତ ମହାନ୍ତିଙ୍କୁ ଦଳ ବିରୋଧୀ କାର୍ଯ୍ୟ ପାଇଁ ବିଜୁ ଜନତା ଦଳରୁ ନିଲମ୍ବିତ କରାଯିବା ନେଇ ରାଜ୍ୟ ବିଜୁ ଛାତ୍ର ଜନତା ଦଳର ସଭାପତି ଦେବୀ ରଞ୍ଜନ ତ୍ରିପାଠୀ ପ୍ରେସ ବିବୃତ୍ତି ମାଧ୍ୟମରେ ସୂଚନା ଦେଇଛନ୍ତି । ଏଠାରେ ସୂଚନାଯୋଗ୍ୟ ଯେ, ଛାତ୍ର ନେତା ଦିବ୍ୟବ୍ରତ ମହାନ୍ତି ମୟୂରଭଞ୍ଜ ଜିଲ୍ଲା ବିଜୁ ଛାତ୍ର ଜନତା ଦଳର ଲଢୁଆ ଛାତ୍ର ନେତା ଭାବେ ପରିଚିତ ସବୁଠି ଥିଲେ ।

Leave A Reply