ବାରିପଦା : ମୟୂରଭଞ୍ଜ ଜିଲ୍ଲା ରାସଗୋବିନ୍ଦପୁର ଥାନା ଅନ୍ତର୍ଗତ ଧାନଷୋଳ ଅଞ୍ଚଳରେ ଏକ ପ୍ରେମୀଯୁଗଳଙ୍କ ଝୁଲନ୍ତା ଅବସ୍ଥା ମୃତଦେହ ଉଦ୍ଧାର କରାଯାଇଛି । ଘଟଣାରୁ ପ୍ରକାଶ ଯେ, ରାସଗୋବିନ୍ଦପୁର ଥାନା ଅନ୍ତର୍ଗତ ଧାନଷୋଳ ଅଞ୍ଚଳର ବାଉଳ ସିଂ ଓ ସୀମା ସିଂ ନାମକ ପ୍ରେମୀଯୁଗଳଙ୍କ ଝୁଲନ୍ତା ଅବସ୍ଥାରେ ମୃତଦେହ ଉଦ୍ଧାର କରାଯାଇଛି । ମୃତୁ୍ୟର କାରଣ ବର୍ତ୍ତମାନ ସୁଦ୍ଧା ଅସ୍ପଷ୍ଟ ରହିଥିବାବେଳେ ରାସଗୋବିନ୍ଦପୁର ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିବା ଜଣାଯାଇଛି ।
Comments are closed.