Odisha news

ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗରେ ଶିକ୍ଷକ ନିଲମ୍ବିତ

0

ବାରିପଦା  : ପୁଣି ଗୁରୁ ଛାତ୍ରୀଙ୍କ ସମ୍ପର୍କରେ ଲାଗିଛି କଳଙ୍କ । ମୟୂରଭଞ୍ଜ ଜିଲ୍ଲା ରାସଗୋବିନ୍ଦପୁର ବ୍ଲକ ଅନ୍ତର୍ଗତ କମାରଡିହା ପଞ୍ଚାୟତର ୟୁଜିଏମଇ ସ୍କୁଲର ସହକାରୀ ଶିକ୍ଷକ ଜ୍ଞାନରଞ୍ଜନ ପାତ୍ର ଜଣେ ସ୍କୁଲ ଛାତ୍ରୀଙ୍କୁ ଅସଦାଚରଣ କରିଥିବା ଅଭିଯୋଗ ହୋଇଛି । ଏ ସମ୍ପର୍କରେ ଅଭିଭାବକଙ୍କ ପକ୍ଷରୁ ଅଭିଯୋଗ କରାଯାଇଛି । ଉକ୍ତ ଘଟଣାକୁ ଗୁରୁତ୍ୱର ସହ ନେଇ ମୟୂରଭଞ୍ଜ ଜିଲ୍ଲା ଶିକ୍ଷା ଅଧିକାରୀଙ୍କ ନିଦେ୍ର୍ଦଶ କ୍ରମେ ରାସଗୋବିନ୍ଦପୁର ବ୍ଲକ ଶିକ୍ଷା ଅଧିକାରୀ ସହକାରୀ ଶିକ୍ଷକ ଜ୍ଞାନରଞ୍ଜନ ପାତ୍ରଙ୍କୁ ଚାକିରିରୁ ନିଲମ୍ବିତ କରିଥିବା ଜଣାଯାଇଛି ।

Nalco
Leave A Reply