ମାନ୍ୟବର ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କୁ ସାକ୍ଷାତ୍ କଲେ ସାଂସଦ ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ସାଥୀରେ ଥିଲେ ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଅଣ ନାତୁଣୀ
ମାନ୍ୟବର ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କୁ ସାକ୍ଷାତ୍ କଲେ ସାଂସଦ ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସାଥୀରେ ଥିଲେ ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଅଣ ନାତୁଣୀ ତଥା ବିଶିଷ୍ଟ ଶିକ୍ଷାବିତ୍ ଶ୍ରୀମତୀ ସ୍ମିତା ଦାସ ।
