ଭୁବନେଶ୍ୱର ତା.୧୩/୦୨: ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲଙ୍କ ଅନୁମୋଦନକ୍ରମେ ବିଭିନ୍ନ ପ୍ରକୋଷ୍ଠ (ଉରକ୍ଷକ୍ଷ)ର ରାଜ୍ୟ ସଂଯୋଜକଙ୍କ ନାମ ତାଲିକା ଘୋଷଣା କରାଯାଇଛି ।୦୧.ବୁଦ୍ଧିଜୀବୀ ପ୍ରକୋଷ୍ଠ – ଶ୍ରୀ ସୁଦର୍ଶନ ନାୟକ; ୦୨.ଶିକ୍ଷକ ପ୍ରକୋଷ୍ଠ – ଶ୍ରୀ ଲକ୍ଷ୍ମୀକାନ୍ତ ମିଶ୍ର; ୦୩.ଆଇନଜୀବି ପ୍ରକୋଷ୍ଠ – ଶ୍ରୀ ସୌର ଚନ୍ଦ୍ର ମହାପାତ୍ର; ୦୪.ସମବାୟ ପ୍ରକୋଷ୍ଠ – ଶ୍ରୀ ଶ୍ରୀରଞ୍ଜନ ମଙ୍ଗରାଜ; ୦୫.ଶିଳ୍ପଦ୍ୟୋଗୀ ପ୍ରକୋଷ୍ଠ – ଶ୍ରୀ ପ୍ରଭାତ କେଶରୀ ମିଶ୍ର; ୦୬.ବ୍ୟବସାୟୀ ପ୍ରକୋଷ୍ଠ – ଶ୍ରୀ ଗୋବିନ୍ଦ ଅଗ୍ରୱାଲ; ୦୭.ସି.ଏ ପ୍ରକୋଷ୍ଠ – ଶ୍ରୀ ମିହିର ସାହୁ; ୦୮.ଅର୍ଥନୀତି ପ୍ରକୋଷ୍ଠ – ଡକ୍ଟର କେ.ସି ପାଣିଗ୍ରାହୀ; ୦୯.ନଗରାଚଂଳ ପ୍ରକୋଷ୍ଠ – ଶ୍ରୀ ଜୀବନ ପ୍ରଦୀପ ଦାସ (ପୂର୍ବତନ ବିଧାୟକ); ୧୦. ପଂଚାୟତିରାଜ ପ୍ରକୋଷ୍ଠ-ଶ୍ରୀ ଶଙ୍କର୍ଷଣ ପରିଡା; ୧୧. ମେଡିକାଲ ପ୍ରକୋଷ୍ଠ-ଡାକ୍ତର କୈଳାଶ ବିଶ୍ୱାଳ; ୧୨. ଇ.ଡବ୍ଲ୍ୟୁ.ଏସ ପ୍ରକୋଷ୍ଠ-ଶ୍ରୀ କୁଳମଣି ମିଶ୍ର;୧୩. ମତ୍ସ୍ୟଜୀବୀ ପ୍ରକୋଷ୍ଠ -ଶ୍ରୀ ବିଜୟ ମଲ୍ଲିକ;୧୪. ସାଂସ୍କୃତିକ ପ୍ରକୋଷ୍ଠ-ଶ୍ରୀମତି ପିଙ୍କି ପ୍ରଧାନ; ୧୫. ପୂର୍ବସୈନିକ ପ୍ରକୋଷ୍ଠ-କର୍ଣ୍ଣେଲ. ବିରେନ୍ଦ୍ର ବସ୍ତିଆ, ୧୬. ପ୍ରବାସୀ ଓଡ଼ିଆ ପ୍ରକୋଷ୍ଠ-ଶ୍ରୀ ଜ୍ୟୋତି ରଞ୍ଜନ ନାୟକ ।