ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ତଥା କେନ୍ଦ୍ରାପଡ଼ା ସାଂସଦ ଶ୍ରୀଯୁକ୍ତ ବୈଜୟନ୍ତ ପଣ୍ଡା ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ମୋହନ ଚରଣ ମାଝୀ, ମୁଖ୍ୟ ଶାସନ ସଚିବ ଓ ଅନ୍ୟ ବରିଷ୍ଠ ଅଧିକାରୀଙ୍କ ସହିତ ରାଜ୍ୟ ତଥା କେନ୍ଦ୍ରାପଡ଼ା ଜିଲ୍ଲାର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଅଗ୍ରଗତି ନେଇ ଆଲୋଚନା କରିଛନ୍ତି।