Odisha news

ବରିଷ୍ଠ ନେତା ଶ୍ରୀଯୁକ୍ତ ଐରଖାରବେଳ ସ୍ୱାଇଁଙ୍କ ଉପରୁ ନିଲମ୍ବନ ଆଦେଶ ପ୍ରତ୍ୟାହାର

0

ଭୁବନେଶ୍ୱର, ତା ୦୩/୦୫: ଦଳୀୟ ଶୃଙ୍ଖଳା ଭଙ୍ଗ କାରଣରୁ ଦଳରୁ ନିଲମ୍ବିତ ହୋଇଥିବା ବରିଷ୍ଠ ନେତା ଶ୍ରୀଯୁକ୍ତ ଐରଖାରବେଳ ସ୍ୱାଇଁଙ୍କ ଉପରୁ ନିଲମ୍ବନ ଆଦେଶ ପ୍ରତ୍ୟାହୃତ ହୋଇଛି ବୋଲି ରାଜ୍ୟ ଶୃଙ୍ଖଳା କମିଟିର ଆବାହାକ ଶ୍ରୀ ସୁଦର୍ଶନ ନାୟକ ସୁଚନା ଦେଇଛନ୍ତି ।

 

Govt
Leave A Reply