Odisha news

ବିରଞ୍ଚିପୁର-ଜିରାବାଡ଼ି ରାସ୍ତାର ସମ୍ପ୍ରସାରଣ ଓ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ

0

ବୁଗୁଡ଼ା : ତା ୨୫/୦୭/୨୨ : ନାବାର୍ଡ ସହାୟତାରେ ୧୫ କୋଟି ଟଙ୍କା ବ୍ୟୟ ଅଟକଳରେ ବିରଞ୍ଚିପୁର ଠାରୁ ଜିରାବାଡ଼ି ପର୍ଯ୍ୟନ୍ତ ୧୮ କିଲୋମିଟର ରାସ୍ତାର ସମ୍ପ୍ରସାରଣ ଓ ନିର୍ମାଣ ପାଇଁ ମାଣିତରା ଠାରେ ଭିତ୍ତି ପ୍ରସ୍ତର ସ୍ଥାପନ କରା ଯାଇଛି l ଏହି କାର୍ଯ୍ୟକ୍ରମରେ ବାଚସ୍ପତି ବିକ୍ରମ କେଶରୀ ଆରୁଖ, ଶ୍ରମ ମନ୍ତ୍ରୀ ଶ୍ରୀକାନ୍ତ ସାହୁ, ପୂର୍ତ୍ତ ବିଭାଗ ଅଧୀକ୍ଷଣ ଯନ୍ତ୍ରୀ ତପନ ପାଣିଗ୍ରାହୀ, ସହକାରୀ ନିର୍ବାହୀ ଯନ୍ତ୍ରୀ ସତ୍ୟନାରାୟଣ ମୁଦୁଲି, ସହକାରୀ ଯନ୍ତ୍ରୀ ରମେଶ ଚନ୍ଦ୍ର ଚୌଧୁରୀ, ଠିକାଦାର ଧରଣୀଧର ପଣ୍ଡା ପ୍ରମୁଖ ଉପସ୍ଥିତ ଥିଲେ l

Nalco
Leave A Reply