ନୂଆଦିଲ୍ଲୀ: ୧୦ଟି ବହୁଳ ପ୍ରଭାବିତ ରାଜ୍ୟକୁ ସ୍ୱତନ୍ତ୍ର ଟିମ୍ ପଠାଇବ କେନ୍ଦ୍ର। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ନିଷ୍ପତ୍ତି ହୋଇଛି।
ଗୁଜରାଟ, ତାମିଲନାଡ଼ୁ, ଉତ୍ତରପ୍ରଦେଶ, ଦିଲ୍ଲୀ, ରାଜସ୍ଥାନ, ମଧ୍ୟପ୍ରଦେଶ, ପଞ୍ଜାବ, ପଶ୍ଚିମବଙ୍ଗ, ଆନ୍ଧ୍ରପ୍ରଦେଶ ଓ ତେଲେଙ୍ଗାନାକୁ ଏହି ୧୦ଟି ଟିମ୍ ଯିବ।
ସେଠାରେ କୋଭିଡ୍ ପରିଚାଳନାରେ ଓ କଣ୍ଟେନମେଣ୍ଟ କଟକଣା କଡ଼ାକଡ଼ି କରିବାରେ ଏହି ଟିମ୍ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗକୁ ସହାୟତା କରିବ।