Odisha news

ତାଲୁକ ଆଇନ ସେବା କମିଟି ପକ୍ଷରୁ ସଚେତନତା କାର୍ଯ୍ୟକ୍ରମ 

0
ଛତ୍ରପୁର,    11/4  : ଛତ୍ରପୁର ତାଲୁକ ଆଇନ ସେବା କମିଟି ପକ୍ଷରୁ ସ୍ଥାନୀୟ ପ୍ରତିଭା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସର ରେ କମିଟିର ଅଧ୍ୟକ୍ଷ ତଥା ଅତିରିକ୍ତ ଜିଲ୍ଲା ଦୈାରାଜଜ୍ ମନୋରଂଜନ ଦାଶଙ୍କ ପୈାରହିତ୍ୟରେ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା  । ଏଥିରେ  ଏସଡିଜେଏମ ପ୍ରୀତିଶ କୁମାର ରଥ, ଛତ୍ରପୁର ଏସଡିପିଓ ଗୌରହରି ସାହୁ, କୁମାର,କମିଟିର ସଭ୍ୟ  ମନୋଜ କୁମାର ପାଢିଓ ସୁରଜିତ ସାମନ୍ତରାୟ, ପ୍ରତିଭା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ର ଅଧ୍ୟକ୍ଷ ଚିନ୍ମୟ କୁମାର ଦାଶ ପ୍ରମୁଖ ଯୋଗଦେଇ  ତାଲୁକ ସେବା କମିଟି ପକ୍ଷରୁ ପ୍ରଦାନ କରାଯାଉ ଥିବା ବିଭିନ୍ନ ସୁବିଧା ସମ୍ପର୍କରେ  ବିଦ୍ୟାର୍ଥୀ ମାନଙ୍କୁ ସଚେତନତା କରାଇଥିଲେ
Leave A Reply