Odisha news

ବଡ଼ ମାଧପୁର ଓ ଗୋବା ଗ୍ରାମରେ ଛତ୍ରପୁର ଥାନା ପୋଲିସର ଫ୍ଲାଗ ମାର୍ଚ୍ଚ 

0
ଛତ୍ରପୁର, ୭ / ୫ : ଛତ୍ରପୁର ଥାନା ଅନ୍ତର୍ଗତ ବଡ଼ମାଧପୁର ଓ ଗୋବା ଗ୍ରାମରେ ଛତ୍ରପୁର ଥାନା ପୋଲିସ ପକ୍ଷରୁ ଫ୍ଲାଗମାର୍ଚ୍ଚ ଅନୁଷ୍ଠିତ ହୋଇଯାଇଛି l ଗଞ୍ଜାମ ଏସପି  ଜଗମୋହନ ମିନା ଙ୍କ ନିର୍ଦେଶ କ୍ରମେ    ଛତ୍ରପୁର ଥାନା ଅଧିକାରୀ ନିରୋଦ କୁମାର ଦାଶ ଙ୍କ ନେତୃତ୍ୱରେ  ବହୁ ପୋଲିସ ଅଧିକାରୀ ଓ କର୍ମଚାରୀ ମାନେ ଏଥିରେ ସାମିଲ ହୋଇ ଚଳିତ ସାଧାରଣ ନିର୍ବାଚନକୁ ସୁରୁଖୁରରେ ସମ୍ପାଦନ କରିବା ପାଇଁ ଲୋକଙ୍କୁ ସଚେତନତା କରିଥିଲେ l
Ad2
Leave A Reply