Odisha news

ଗୋଲାପଲ୍ଲୀରେ ବୋମାମାଡ଼

0

ଛତ୍ରପୁର,୪ା୧୨:  ଗଞ୍ଜାମ ଜିଲା ଛତ୍ରପୁର ଥାନା ଅଧୀନ ଗୋଲାପଲ୍ଲୀ ଗ୍ରାମରେ ଜନୈକ ବ୍ୟକ୍ତିଙ୍କ ଘର ଉପରକୁ ବୋମାମାଡ଼ ହୋଇଛି। ଶନିବାର ବିଳମ୍ବିତ ରାତିରେ ଗ୍ରାମର ବି.ଉଦୟନାଥ ପାତ୍ରଙ୍କ ଘର ଉପରେ ଏହି ବୋମାମାଡ଼ ହୋଇଛି। ଘଟଣାସ୍ଥଳରେ ଛତ୍ରପୁର ପୋଲିସର ତଦନ୍ତ ଜାରି ରହିଛି। ଅପରପକ୍ଷରେ କିଛି ଲୋକଙ୍କୁ ଅଟକ ରଖି ପୋଲିସ ତଦନ୍ତ କରୁଛି। ଘଟଣାର କାରଣ ଅସ୍ପଷ୍ଟ ରହିଥିବା ବେଳେ ପୋଲିସ ସନ୍ଧାନୀ କୁକୁର ଓ ସାଇଣ୍ଟିଫିକ୍‌ ଦଳ ପହଞ୍ଚି ତଦନ୍ତ ଜାରି ରଖିଛନ୍ତି।

Nalco
Leave A Reply