Odisha news

ଆସନ୍ତା କାଲି ଓଡ଼ିଶାର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ପ୍ରବାସୀ ଓଡ଼ିଆଙ୍କୁ ସାକ୍ଷାତ କରିବେ

0

ଭୁବନେଶ୍ୱର (Suvendra Pattanaik)  : ଓଡ଼ିଶାର ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆସନ୍ତା କାଲି ପ୍ରବାସୀ ଭାରତୀୟ ଦିବସର ତୃତୀୟ ତଥା ଉଦଯାପନୀ ଦିବସରେ ସମ୍ମିଳନୀରେ ଯୋଗ ଦେଇଥିବା ପ୍ରବାସୀ ଓଡ଼ିଆମାନଙ୍କୁ ସାକ୍ଷାତ କରିବେ l ଭୁବନେଶ୍ୱର ଜନତା ମୈଦାନ ଠାରେ ଆୟୋଜିତ ସମିଳନୀର ଭିଆଇପି ପାଭିଲିଆନ ହଲ ନମ୍ବର ଏକ (1 ) ଠାରେ ଏହି ସାକ୍ଷାତ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ ବୋଲି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ସୂତ୍ରରୁ ଜଣାଯାଇଛି l

Leave A Reply