Odisha news

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ‘ ଘରେ ଘରେ ତ୍ରିରଙ୍ଗା ‘ ଅଭିଯାନରେ ସାମିଲ ହୋଇ ନିଜ ବାସଭବନରେ ତ୍ରିରଙ୍ଗା ଉଡାଇଛନ୍ତି

0

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ‘ ଘରେ ଘରେ ତ୍ରିରଙ୍ଗା ‘ ଅଭିଯାନରେ ସାମିଲ ହୋଇ ନିଜ ବାସଭବନରେ ତ୍ରିରଙ୍ଗା ଉଡାଇଛନ୍ତି, ଏବଂ ସାମାଜିକ ଗଣମାଧ୍ୟମ X ରେ ଏହାର ଫଟୋ ପୋଷ୍ଟ କରି ଜନ ସାଧାରଣଙ୍କୁ ଏହି ଅଭିଯାନରେ ସାମିଲ ହେବାକୁ ଆହ୍ୱାନ ଦେଇଛନ୍ତି
୧୩ ଅଗଷ୍ଟ ୨୦୨୬

Nalco
Leave A Reply