Odisha news

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ଦିବସରେ ଶ୍ରଦ୍ଧାଞ୍ଜଳି ଜ୍ଞାପନ

0

ଭୁବନେଶ୍ବର: ଆଜି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ଦିବସ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଜୁ ବାବୁଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି। ସେ ଟୁଇଟ୍ କରି ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି।

Naveen Patnaik

@Naveen_Odisha

ସବୁବେଳେ ଲୋକଙ୍କ ସହ ରହିବା ଏବଂ ପ୍ରତିଟି ଲୋକର କଲ୍ୟାଣ ଓ ଉନ୍ନତି ପାଇଁ କାର୍ଯ୍ୟ କରିବା ବିଜୁ ବାବୁଙ୍କ ମନ୍ତ୍ର ଥିଲା; ଯାହା ଲୋକଙ୍କ ସେବା ପାଇଁ ସର୍ବଦା ଆମକୁ ଅନୁପ୍ରାଣିତ କରିଆସିଛି। ସେହି ମହାନ ପୁଣ୍ୟାତ୍ମା, ଓଡ଼ିଶାର ବରପୁତ୍ର, ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ତିରୋଧାନ ଦିବସରେ ବିନମ୍ର ଶ୍ରଦ୍ଧାଞ୍ଜଳି ଜଣାଉଛି।

View image on Twitter
242 people are talking about this

ଏଥିରେ ସେ ଉଲ୍ଲେଖ କରିଛନ୍ତି ,‘ସବୁବେଳେ ଲୋକଙ୍କ ସହ ରହିବା ଏବଂ ପ୍ରତିଟି ଲୋକର କଲ୍ୟାଣ ଓ ଉନ୍ନତି ପାଇଁ କାର୍ଯ୍ୟ କରିବା ବିଜୁ ବାବୁଙ୍କ ମନ୍ତ୍ର ଥିଲା; ଯାହା ଲୋକଙ୍କ ସେବା ପାଇଁ ସର୍ବଦା ଆମକୁ ଅନୁପ୍ରାଣିତ କରିଆସିଛି। ସେହି ମହାନ ପୁଣ୍ୟାତ୍ମା, ଓଡ଼ିଶାର ବରପୁତ୍ର, ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ତିରୋଧାନ ଦିବସରେ ବିନମ୍ର ଶ୍ରଦ୍ଧାଞ୍ଜଳି ଜଣାଉଛି।’

Leave A Reply